Ephesians 4:21 — Compare Translations
7 translations compared side by side
Odia - 1840
"ମୁଁ ଜାଣେ ତୁମ୍ଭମାନେେ ତାହାଙ୍କ ବିଷୟ ରେ ଶୁଣିଛ। ତୁମ୍ଭେ ତାଙ୍କଠା ରେ ଅଛ, ସେଥିପାଇଁ ତୁମ୍ଭକୁ ସତ୍ଯ ଶିକ୍ଷା ଦିଆଯାଇଛି। ସହେି ସତ୍ଯ ଯୀଶୁ ଖ୍ରୀଷ୍ଟଙ୍କଠା ରେ ଅଛି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତୁମ୍ଭେମାନେ ତ ତାହାଙ୍କ ବିଷୟ ଶୁଣିଅଛ, ପୁଣି ଯୀଶୁଙ୍କ ସମ୍ଵନ୍ଧୀୟ ସତ୍ୟ ଅନୁସାରେ ତାହାଙ୍କ ସହଭାଗିତାରେ ଥାଇ ଶିକ୍ଷିତ ହୋଇଅଛ,
Odia BSI (ପବିତ୍ର ବାଇବଲ (CL) NT (BSI))
ତୁମ୍ଭେମାନେ ନିଶ୍ଚିତଭାବେ ତାଙ୍କ ବିଷୟ ଶୁଣିଛ ଓ ତାଙ୍କର ଅନୁଗାମୀ ରୂପେ ଯୀଶୁଙ୍କ ସମ୍ପର୍କରେ ସତ୍ୟ ଶିକ୍ଷା ପାଇଛ।
Odia Bible ERV 2004 (ପବିତ୍ର ବାଇବଲ)
ମୁଁ ଜାଣେ ତୁମ୍ଭେମାନେ ତାହାଙ୍କ ବିଷୟରେ ଶୁଣିଛ। ତୁମ୍ଭେ ତାଙ୍କଠାରେ ଅଛ, ସେଥିପାଇଁ ତୁମ୍ଭକୁ ସତ୍ୟ ଶିକ୍ଷା ଦିଆଯାଇଛି। ସେହି ସତ୍ୟ ଯୀଶୁ ଖ୍ରୀଷ୍ଟଙ୍କଠାରେ ଅଛି।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତୁମ୍ଭେମାନେ ତ ତାହାଙ୍କ ବିଷୟ ଶୁଣିଅଛ, ପୁଣି, ଯୀଶୁଙ୍କ ସମ୍ବନ୍ଧୀୟ ସତ୍ୟ ଅନୁସାରେ ତାହାଙ୍କ ସହଭାଗିତାରେ ଥାଇ ଶିକ୍ଷିତ ହୋଇଅଛ,
Odia IRV 2017 (ଓଡିଆ ବାଇବେଲ)
ତୁମ୍ଭେମାନେ ତ ତାହାଙ୍କ ବିଷୟ ଶୁଣିଅଛ, ପୁଣି, ଯୀଶୁଙ୍କ ସମ୍ବନ୍ଧୀୟ ସତ୍ୟ ଅନୁସାରେ ତାହାଙ୍କ ସହଭାଗିତାରେ ଥାଇ ଶିକ୍ଷିତ ହୋଇଅଛ,
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ಕಶ್ಯಾಕ್ ಮಟ್ಲ್ಯಾರ್, ತುಮಿ ತೆಚ್ಯಾ ವಿಶಯಾತ್ ಆಯ್ಕಲ್ಯಾಸಿ ಮನ್ತಲೆ ಮಾಕಾ ಗೊತ್ತ್ ಹಾಯ್, ತುಮಿ ತೆಜ್ಯಾಕ್ಡೆ ಹೊತ್ತ್ಯಾ ಸಾಟ್ನಿ ಖರೆಪಾನ್ ಶಿಕುನ್ ಘೆಟ್ಲ್ಯಾಸಿ, ಹೊಯ್ ಖರೆಪಾನ್ ಜೆಜುಕ್ಡೆಚ್ ಹಾಯ್.