Ephesians 4:22 — Compare Translations
7 translations compared side by side
Odia - 1840
"ତୁମ୍ଭମାନଙ୍କୁ ଶିକ୍ଷା ଦିଆଯାଇଛି ଯେ ତୁମ୍ଭର ପୁରୁଣା ଆଚରଣ ଓ ତୁମ୍ଭର ପୂର୍ବର ଜୀବନଯାପନ ଛାଡ଼ି ଦିଅ। କାରଣ ଲୋକମାନେ ମନ୍ଦକାର୍ୟ୍ଯ କରିବାକୁ ଭଲ ପାଇବାରୁ ତଦ୍ଦ୍ବାରା ପ୍ରବଞ୍ଚିତ ହୁଅନ୍ତି ଓ ତାହା ଫଳେ ରେ ପୁରୁଣାରୂପ ଦ୍ବାରା ମନ୍ଦ ଆହୁରି ହାଇଯୋଏ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଅର୍ଥାତ୍ ତୁମ୍ଭେମାନେ ତୁମ୍ଭମାନଙ୍କ ପୁରାତନ ଆଚରଣ ସମ୍ଵନ୍ଧରେ, ଯେଉଁ ପୁରାତନ ସ୍ଵଭାବ।। ପ୍ରବଞ୍ଚନାର ବିଳାସିତା ଅନୁସାରେ ଅଧିକରୁ ଅଧିକ ଭ୍ରଷ୍ଟ ହେଉଅଛି, ତାହାକୁ ପରିତ୍ୟାଗ କରିବାକୁ,
Odia BSI (ପବିତ୍ର ବାଇବଲ (CL) NT (BSI))
ତେଣୁ ଯେଉଁ ପୁରାତନ ସ୍ୱଭାବ ନେଇ ତୁମେ ଜୀବନ ଯାପନ କରୁଥିଲ, ତାହା ପରିତ୍ୟାଗ କର, କାରଣ ତାହାର ଛଳ କାମନା ଦ୍ୱାରା ତୁମର ଆତ୍ମା ବିନଷ୍ଟ ହେଉଥିଲା।
Odia Bible ERV 2004 (ପବିତ୍ର ବାଇବଲ)
ତୁମ୍ଭମାନଙ୍କୁ ଶିକ୍ଷା ଦିଆଯାଇଛି ଯେ ତୁମ୍ଭର ପୁରୁଣା ଆଚରଣ ଓ ତୁମ୍ଭର ପୂର୍ବର ଜୀବନଯାପନ ଛାଡ଼ିଦିଅ। କାରଣ ଲୋକମାନେ ମନ୍ଦକାର୍ଯ୍ୟ କରିବାକୁ ଭଲ ପାଇବାରୁ ତଦ୍ଦ୍ୱାରା ପ୍ରବଞ୍ଚିତ ହୁଅନ୍ତି ଓ ତାହା ଫଳରେ ପୁରୁଣା ରୂପ ଦ୍ୱାରା ମନ୍ଦ ଆହୁରି ହୋଇଯାଏ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଅର୍ଥାତ୍ ତୁମ୍ଭେମାନେ ତୁମ୍ଭମାନଙ୍କ ପୁରାତନ ଆଚରଣ ସମ୍ବନ୍ଧରେ, ଯେଉଁ ପୁରାତନ ସ୍ୱଭାବ ପ୍ରବଞ୍ଚନାର ବିଳାସିତା ଅନୁସାରେ ଅଧିକରୁ ଅଧିକ ଭ୍ରଷ୍ଟ ହେଉଅଛି, ତାହାକୁ ପରିତ୍ୟାଗ କରିବାକୁ,
Odia IRV 2017 (ଓଡିଆ ବାଇବେଲ)
ଅର୍ଥାତ୍ ତୁମ୍ଭେମାନେ ତୁମ୍ଭମାନଙ୍କ ପୁରାତନ ଆଚରଣ ସମ୍ବନ୍ଧରେ, ଯେଉଁ ପୁରାତନ ସ୍ୱଭାବ ପ୍ରବଞ୍ଚନାର ବିଳାସିତା ଅନୁସାରେ ଅଧିକରୁ ଅଧିକ ଭ୍ରଷ୍ଟ ହେଉଅଛି, ତାହାକୁ ପରିତ୍ୟାଗ କରିବାକୁ,
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ತಸೆ ಹೊವ್ನ್, ತುಮ್ಕಾ ಶಿಕ್ವಲ್ಲೆ ಕಾಯ್ ಮಟ್ಲ್ಯಾರ್, ತುಮಿ ತುಮ್ಚೆ ಅದ್ಲೊ ಬುರ್ಶೊ ಗುನ್ ಸೊಡುನ್ ದಿವ್ಚೆ ಮನುನ್ ಮಟ್ಲ್ಯಾರ್ ತುಮ್ಚೊ ಜನ್ನೊ ಸ್ವಬಾವ್ ಕಾಡುನ್ ಟಾಕುಚೆ ಮನ್ತಲೆ ಶಿಕುನ್ ಘೆಟ್ಲ್ಯಾಸಿ ಲೊಕಾ ಅಪ್ನಿ ಕರ್ತಲ್ಯಾ ಬುರ್ಶ್ಯಾ ಕಾಮಾಂಚ್ಯಾ ವೈನಾ ಪಸೆತ್ ಪಡಲ್ಯಾ ಸಾಟ್ನಿ ತೊ ಅದ್ಲೊ ಸ್ವಬಾವ್ ದಿಸ್ ಗೆಲೊಸೊ ಹಾಳ್ ಹೊಯ್ತ್ ಜಾತಾ.