Ephesians 4:24 — Compare Translations

7 translations compared side by side

Odia - 1840
"ତୁମ୍ଭକୁ ସମ୍ପୂର୍ଣ୍ଣ ନୂତନ ବ୍ଯକ୍ତି ସ୍ବରୂପ ହାଇେ ପରମେଶ୍ବରଙ୍କ ଭଳି ପ୍ରକୃତ ରେ ଭଲ ଓ ପବିତ୍ର ହବୋକୁ ପଡ଼ିବ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଯେଉଁ ନୂତନ ସ୍ଵଭାବ।। ଈଶ୍ଵରଙ୍କ ପ୍ରତିମୂର୍ତ୍ତିରେ ଧାର୍ମିକତା ଓ ସତ୍ୟର ପବିତ୍ରତାରେ ସୃଷ୍ଟି ହୋଇଅଛି, ତାହା ପରିଧାନ କରିବାକୁ ଶିକ୍ଷିତ ହୋଇଅଛ ।
Odia BSI (ପବିତ୍ର ବାଇବଲ (CL) NT (BSI))
ଈଶ୍ୱରଙ୍କ ସ୍ୱରୂପରେ ସୃଷ୍ଟ ନୂତନ ଆତ୍ମା ଧାରଣ କର। ତାହା ତୁମର ପବିତ୍ର ଓ ନ୍ୟାୟପରାୟଣ ଜୀବନରେ ପ୍ରକାଶ ପାଉ।
Odia Bible ERV 2004 (ପବିତ୍ର ବାଇବଲ)
ତୁମ୍ଭକୁ ସମ୍ପୂର୍ଣ୍ଣ ନୂତନ ବ୍ୟକ୍ତି ସ୍ୱରୂପ ହୋଇ ପରମେଶ୍ୱରଙ୍କ ଭଳି ପ୍ରକୃତରେ ଭଲ ଓ ପବିତ୍ର ହେବାକୁ ପଡ଼ିବ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଯେଉଁ ନୂତନ ସ୍ୱଭାବ ଈଶ୍ବରଙ୍କ ପ୍ରତିମୂର୍ତ୍ତିରେ ଧାର୍ମିକତା ଓ ସତ୍ୟର ପବିତ୍ରତାରେ ସୃଷ୍ଟ ହୋଇଅଛି, ତାହା ପରିଧାନ କରିବାକୁ ଶିକ୍ଷିତ ହୋଇଅଛ।
Odia IRV 2017 (ଓଡିଆ ବାଇବେଲ)
ଯେଉଁ ନୂତନ ସ୍ୱଭାବ ଈଶ୍ୱରଙ୍କ ପ୍ରତିମୂର୍ତ୍ତିରେ ଧାର୍ମିକତା ଓ ସତ୍ୟର ପବିତ୍ରତାରେ ସୃଷ୍ଟ ହୋଇଅଛି, ତାହା ପରିଧାନ କରିବାକୁ ଶିକ୍ଷିତ ହୋଇଅଛ ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ಅನಿ ತುಮ್ಕಾಚ್ ತುಮಿ ನ್ಹವ್ಯಾ ಸ್ವಭಾವಾನ್ ನೆಸುನ್ ಘೆವಾ, ತೊ ಸ್ವಬಾವ್ ದೆವಾಚ್ಯಾ ರುಪಾಕ್ ಖರಿ ನಿತ್ ಹೊವ್ನ್ ಪವಿತ್ರ್ ಹೊವ್ನ್ ತಯಾರ್ ಕರಲೆ ಹಾಯ್.