Ephesians 4:30 — Compare Translations

7 translations compared side by side

Odia - 1840
"ପବିତ୍ର ଆତ୍ମାଙ୍କୁ ଦୁଃଖ ଦିଅ ନାହିଁ। ତୁମ୍ଭେ ଯେ ପରମେଶ୍ବରଙ୍କର ଅଟ ଏହା ସେ ଆତ୍ମା ପ୍ରମାଣ ଦିଅନ୍ତି। ଉଚିତ ସମୟ ଉପସ୍ଥିତ ହେଲ ପରମେଶ୍ବର ତୁମ୍ଭକୁ ସ୍ବାଧୀନତା ପ୍ରଦାନ କରିବେ। ଏହା ଦର୍ଶାଇବା ପାଇଁ ସେ ପବିତ୍ରଆତ୍ମାଙ୍କୁ ଦଇେଅଛନ୍ତି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଆଉ ଈଶ୍ଵରଙ୍କ ଯେଉଁ ପବିତ୍ର ଆତ୍ମାଙ୍କ ଦ୍ଵାରା ତୁମ୍ଭେମାନେ ମୁକ୍ତି-ଦିବସ ନିମନ୍ତେ ମୁଦ୍ରାଙ୍କିତ ହୋଇଅଛ, ତାହାଙ୍କୁ ଦୁଃଖ ଦିଅ ନାହିଁ ।
Odia BSI (ପବିତ୍ର ବାଇବଲ (CL) NT (BSI))
ଈଶ୍ୱରଙ୍କ ପବିତ ଆତ୍ମାଙ୍କୁ ଦୁଃଖ ଦିଅ ନାହିଁ। କାରଣ ପବିତ୍ର ଆତ୍ମା ତୁମ୍ଭମାନଙ୍କ ଉପରେ ଈଶ୍ୱରଙ୍କ ସ୍ୱତ୍ୱାଧିକାରର ଚିହ୍ନ ସ୍ୱରୂପ ଓ ଈଶ୍ୱର ଯେ ଦିନେ ତୁମ୍ଭମାନଙ୍କର ମୁକ୍ତି ସାଧନ କରିବେ, ଏହାର ପ୍ରତିଭୂ।
Odia Bible ERV 2004 (ପବିତ୍ର ବାଇବଲ)
ପବିତ୍ରଆତ୍ମାଙ୍କୁ ଦୁଃଖ ଦିଅ ନାହିଁ। ତୁମ୍ଭେ ଯେ ପରମେଶ୍ୱରଙ୍କର ଅଟ ଏହା ସେ ଆତ୍ମା ପ୍ରମାଣ ଦିଅନ୍ତି। ଉଚିତ୍ ସମୟ ଉପସ୍ଥିତ ହେଲେ ପରମେଶ୍ୱର ତୁମ୍ଭକୁ ସ୍ୱାଧୀନତା ପ୍ରଦାନ କରିବେ। ଏହା ଦର୍ଶାଇବା ପାଇଁ ସେ ପବିତ୍ରଆତ୍ମାଙ୍କୁ ଦେଇଅଛନ୍ତି।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଆଉ ଈଶ୍ବରଙ୍କ ଯେଉଁ ପବିତ୍ର ଆତ୍ମାଙ୍କ ଦ୍ୱାରା ତୁମ୍ଭେମାନେ ମୁକ୍ତି ଦିବସ ନିମନ୍ତେ ମୁଦ୍ରାଙ୍କିତ ହୋଇଅଛ, ତାହାଙ୍କୁ ଦୁଃଖ ଦିଅ ନାହିଁ।
Odia IRV 2017 (ଓଡିଆ ବାଇବେଲ)
ଆଉ ଈଶ୍ୱରଙ୍କ ଯେଉଁ ପବିତ୍ର ଆତ୍ମାଙ୍କ ଦ୍ୱାରା ତୁମ୍ଭେମାନେ ମୁକ୍ତି ଦିବସ ନିମନ୍ତେ ମୁଦ୍ରାଙ୍କିତ ହୋଇଅଛ, ତାହାଙ୍କୁ ଦୁଃଖ ଦିଅ ନାହିଁ ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ದೆವಾಚ್ಯಾ ಪವಿತ್ರ್ ಆತ್ಮ್ಯಾಕ್ ಮನ್ ದುಖ್ವು ನಕಾಸಿ, ತುಮಿ ದೆವಾಚಿ ಲೊಕಾ ಮನ್ತಲ್ಯಾಕ್ ತೊಚ್ ದೆವಾಚಿ ಗೊಸ್ಟ್ ಹೊವ್ನ್ ಹಾಯ್, ಸಮಾ ಎಳಾರ್ ಸುಟ್ಕಾ ಕರ್ತಾ ಮನ್ತಲೆ ದಾಕ್ವು ಸಾಟ್ನಿ ದೆವಾನ್ ತುಮ್ಕಾ ತೆಕಾ ದಿಲ್ಯಾನ್.