Ephesians 4:31 — Compare Translations
7 translations compared side by side
Odia - 1840
"କବେେ ହେଲ କଟୁ ହୁଅ ନାହିଁ, ରାଗ ନାହିଁ କୋର୍ଧ କର ନାହିଁ, ଉତ୍ତଜେିତ ହୁଅ ନାହିଁ। କୋରଧ ରେ ପାଟି କର ନାହିଁ, ବା ଅନ୍ୟମାନଙ୍କୁ ଆଘାତ ଦଲୋଭଳି କଥା କୁହ ନାହିଁ। କବେେ ହେଲ ମନ୍ଦ କାମ କର ନାହିଁ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ସମସ୍ତ ପ୍ରକାର କଟୁଭାବ, ରାଗ, କ୍ରୋଧ, କଳହ ଓ ନିନ୍ଦା, ପୁଣି ସମସ୍ତ ପ୍ରକାର ହିଂସା ତୁମ୍ଭମାନଙ୍କଠାରୁ ଦୂର ହେଉ ।
Odia BSI (ପବିତ୍ର ବାଇବଲ (CL) NT (BSI))
ସମସ୍ତ ତିକ୍ତତା, ଉତ୍ତେଜନା ଓ କ୍ରୋଧ ପରିହାର କର। ତିରସ୍କାର କିମ୍ବା ପରନିନ୍ଦା କର ନାହିଁ। କାହା ପ୍ରତି ଘୃଣାଭାବ ପୋଷଣ କର ନାହିଁ।
Odia Bible ERV 2004 (ପବିତ୍ର ବାଇବଲ)
କେବେ ହେଲେ କଟୁ ହୁଅ ନାହିଁ, ରାଗ ନାହିଁ, କ୍ରୋଧ କର ନାହିଁ, ଉତ୍ତେଜିତ ହୁଅ ନାହିଁ। କ୍ରୋଧରେ ପାଟି କର ନାହିଁ, ବା ଅନ୍ୟମାନଙ୍କୁ ଆଘାତ ଦେଲାଭଳି କଥା କୁହ ନାହିଁ। କେବେ ହେଲେ ମନ୍ଦ କାମ କର ନାହିଁ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ସମସ୍ତ ପ୍ରକାର କଟୁ ଭାବ, ରାଗ, କ୍ରୋଧ, କଳହ ଓ ନିନ୍ଦା, ପୁଣି, ସମସ୍ତ ପ୍ରକାର ହିଂସା ତୁମ୍ଭମାନଙ୍କଠାରୁ ଦୂର ହେଉ;
Odia IRV 2017 (ଓଡିଆ ବାଇବେଲ)
ସମସ୍ତ ପ୍ରକାର କଟୁ ଭାବ, ରାଗ, କ୍ରୋଧ, କଳହ ଓ ନିନ୍ଦା, ପୁଣି, ସମସ୍ତ ପ୍ରକାର ହିଂସା ତୁମ୍ଭମାନଙ୍କଠାରୁ ଦୁର ହେଉ;
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ಸಗ್ಳೆ ಕುಶ್ಡೆಪಾನ್, ರಾಗ್ ಖುದ್ಗೆಪಾನ್, ಝಗ್ಡೆ, ಗಾಳ್ಯಿಯಾ ಹೆ ಸಗ್ಳ್ಯಾ ನಮನಿಚೆ ಬುರ್ಶೆಪಾನ್ ತುಮ್ಚ್ಯಾಕ್ನಾ ಧುರ್ ಕರಾ.