Ephesians 4:32 — Compare Translations
7 translations compared side by side
Odia - 1840
"ପରସ୍ପର ପ୍ରତି ଦୟାଭାବ ଓ ପ୍ ରମେ ଭାବ ରଖ। ଯେପରି ଖ୍ରୀଷ୍ଟଙ୍କଠା ରେ ପରମେଶ୍ବର ତୁମ୍ଭମାନଙ୍କୁ କ୍ଷମା କଲେ, ସହେି ଭଳି ତୁମ୍ଭମାନେେ ପରସ୍ପରକୁ କ୍ଷମା ଦିଅ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଆଉ, ପରସ୍ପର ପ୍ରତି ସଦୟ ହୁଅ, କୋମଳ ହୃଦୟ ହୁଅ, ପୁଣି ଈଶ୍ଵର ଖ୍ରୀଷ୍ଟଙ୍କଠାରେ ତୁମ୍ଭମାନଙ୍କୁ ଯେପରି କ୍ଷମା କଲେ, ସେହିପରି ପରସ୍ପରକୁ କ୍ଷମା କର ।
Odia BSI (ପବିତ୍ର ବାଇବଲ (CL) NT (BSI))
କିନ୍ତୁ ପରସ୍ପର ପ୍ରତି ସଦୟ ଓ କୋମଳଚିତ୍ତ ହୁଅ ଓ ଖ୍ରୀଷ୍ଟଙ୍କ ଯୋଗୁଁ ଈଶ୍ୱର ଯେପରି ତୁମ୍ଭମାନଙ୍କୁ କ୍ଷମା କରିଛନ୍ତି, ତୁମ୍ଭେମାନେ ସେହିପରି ପରସ୍ପରକୁ କ୍ଷମା କର।
Odia Bible ERV 2004 (ପବିତ୍ର ବାଇବଲ)
ପରସ୍ପର ପ୍ରତି ଦୟାଭାବ ଓ ପ୍ରେମ ଭାବ ରଖ। ଯେପରି ଖ୍ରୀଷ୍ଟଙ୍କଠାରେ ପରମେଶ୍ୱର ତୁମ୍ଭମାନଙ୍କୁ କ୍ଷମା କଲେ, ସେହିଭଳି ତୁମ୍ଭେମାନେ ପରସ୍ପରକୁ କ୍ଷମା ଦିଅ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଆଉ ପରସ୍ପର ପ୍ରତି ସଦୟ ହୁଅ, କୋମଳ ହୃଦୟ ପୁଣି, ଈଶ୍ବର ଖ୍ରୀଷ୍ଟଙ୍କଠାରେ ତୁମ୍ଭମାନଙ୍କୁ ଯେପରି କ୍ଷମା କଲେ, ସେହିପରି ପରସ୍ପରକୁ କ୍ଷମା କର।
Odia IRV 2017 (ଓଡିଆ ବାଇବେଲ)
ଆଉ ପରସ୍ପର ପ୍ରତି ସଦୟ ହୁଅ, କୋମଳ ହୃଦୟ ପୁଣି, ଈଶ୍ୱର ଖ୍ରୀଷ୍ଟଙ୍କଠାରେ ତୁମ୍ଭମାନଙ୍କୁ ଯେପରି କ୍ଷମା କଲେ, ସେହିପରି ପରସ୍ପରକୁ କ୍ଷମା କର ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ಎಕಾಮೆಕಾಕ್ ಕಾಳ್ಜಿ ದಾಕ್ವಾ, ಎಕಾಮೆಕಾಚೊ ಪ್ರೆಮ್ ಕರಾ, ದೆವಾನ್ ಕ್ರಿಸ್ತಾಕ್ನಾ ತುಮ್ಕಾ ಮಾಪಿ ಕರಲೆ ಸಾರ್ಕೆ ತುಮಿಬಿ ಎಕಾಮೆಕಾಕ್ ಮಾಪಿ ಕರಾ.