Ephesians 4:6 — Compare Translations

7 translations compared side by side

Odia - 1840
"ପରମେଶ୍ବର ଜଣେ ଓ ସେ ହେଉଛନ୍ତି ପ୍ରେତ୍ୟକକ ବିଷୟର ପିତା। ସେ ସମସ୍ତଙ୍କୁ ଶାସନ କରନ୍ତି, ଓ ସମସ୍ତଙ୍କର ସ୍ବାମୀ ଅଟନ୍ତି। ସେ ସବୁଠା ରେ ଓ ସମସ୍ତଙ୍କ ଅନ୍ତର ରେ ଅଛନ୍ତି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ସେ ସମସ୍ତଙ୍କ ଉପରେ, ସମସ୍ତଙ୍କ ମଧ୍ୟରେ ଏବଂ ସମସ୍ତଙ୍କ ଅନ୍ତରରେ ଅଛନ୍ତି ।
Odia BSI (ପବିତ୍ର ବାଇବଲ (CL) NT (BSI))
ସମସ୍ତ ମାନବ ଜାତିର ଈଶ୍ୱର ଓ ପିତା ଏକ; ସେ ସମସ୍ତଙ୍କର ପ୍ରଭୁ, ସମସ୍ତଙ୍କ ମଧ୍ୟରେ ଓ ସମସ୍ତଙ୍କ ଅନ୍ତରରେ ବିଦ୍ୟମାନ।
Odia Bible ERV 2004 (ପବିତ୍ର ବାଇବଲ)
ପରମେଶ୍ୱର ଜଣେ ଓ ସେ ହେଉଛନ୍ତି ପ୍ରତ୍ୟେକ ବିଷୟର ପିତା। ସେ ସମସ୍ତଙ୍କୁ ଶାସନ କରନ୍ତି, ଓ ସମସ୍ତଙ୍କର ସ୍ୱାମୀ ଅଟନ୍ତି। ସେ ସବୁଠାରେ ଓ ସମସ୍ତଙ୍କ ଅନ୍ତରରେ ଅଛନ୍ତି।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ସେ ସମସ୍ତଙ୍କ ଉପରେ, ସମସ୍ତଙ୍କ ମଧ୍ୟରେ ଏବଂ ସମସ୍ତଙ୍କ ଅନ୍ତରରେ ଅଛନ୍ତି।
Odia IRV 2017 (ଓଡିଆ ବାଇବେଲ)
ସେ ସମସ୍ତଙ୍କ ଉପରେ, ସମସ୍ତଙ୍କ ମଧ୍ୟରେ ଏବଂ ସମସ୍ତଙ୍କ ଅନ୍ତରରେ ଅଛନ୍ତି ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ಸಗ್ಳ್ಯಾಂಚೊ ಬಾಬಾ ಹೊವ್ನ್ ಹೊತ್ತೊ ಸಗ್ಳ್ಯಾಕ್ನಿ ತೊ ಎಕ್ಲೊಚ್ ದೆವ್ ಸಗ್ಳಾಂಚೊ ಧನಿ ಅನಿ ಸಗ್ಳಾಂಚ್ಯಾ ವೈನಾ ಕಾಮ್ ಕರ್ತಾ ಅನಿ ಸಗ್ಳ್ಯಾಂಚ್ಯಾ ಮದ್ದಿ ವಸ್ತಿ ಕರ್ತಾ.