Ephesians 4:8 — Compare Translations
7 translations compared side by side
Odia - 1840
"ପ୍ରେତ୍ୟକକ ଲୋକ ଖ୍ରୀଷ୍ଟଙ୍କ ଇଚ୍ଛାନୁସା ରେ ସହେି ଦାନ ପାଇଛନ୍ତି। ଏଥି ନିମନ୍ତେ ଶାସ୍ତ୍ର କୁ ହେ:"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଏଥିନିମନ୍ତେ ଉକ୍ତ ଅଛି, ସେ ଊର୍ଦ୍ଧ୍ଵରେ ଆରୋହଣ କରି ବନ୍ଦୀମାନଙ୍କୁ ବନ୍ଦୀ କରି ନେଇଗଲେ, ଆଉ ମନୁଷ୍ୟ-ମାନଙ୍କୁ ନାନା ବର ଦାନ ଦେଲେ ।
Odia BSI (ପବିତ୍ର ବାଇବଲ (CL) NT (BSI))
ଧର୍ମଶାସ୍ତ୍ରରେ ଏ ବିଷୟରେ ଉଲ୍ଲେଖ ଅଛି - “ଯେତେବେଳେ ସେ ଉଦ୍ଧ୍ୱର୍କୁ ଆରୋହଣ କଲେ, ତାଙ୍କ ସହିତ ଅନେକ ବନ୍ଦୀଙ୍କୁ ସେ ନେଇଗଲେ, ପୁଣି ମାନବ ଜାତିକୁ ଅନେକ ବର ଦାନ କଲେ।”
Odia Bible ERV 2004 (ପବିତ୍ର ବାଇବଲ)
ପ୍ରତ୍ୟେକ ଲୋକ ଖ୍ରୀଷ୍ଟଙ୍କ ଇଚ୍ଛାନୁସାରେ ସେହି ଦାନ ପାଇଛନ୍ତି। ଏଥି ନିମନ୍ତେ ଶାସ୍ତ୍ର କୁହେ: “ସେ ଆକାଶର ଉଚ୍ଚକୁ ଗଲେ; ସେ ବନ୍ଦୀମାନଙ୍କୁ ନିଜ ସହିତ ନେଲେ, ଓ ସେ ଲୋକମାନଙ୍କୁ ଅନୁଗ୍ରହ ଦାନ ଦେଲ।’’
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଏଥିନିମନ୍ତେ ଉକ୍ତ ଅଛି, “ସେ ଊର୍ଦ୍ଧ୍ୱକୁ ଆରୋହଣ କରି, ବନ୍ଦୀମାନଙ୍କୁ ବନ୍ଦୀ କରି ନେଇଗଲେ, ଆଉ ମନୁଷ୍ୟମାନଙ୍କୁ ନାନା ବରଦାନ ଦେଲେ।”
Odia IRV 2017 (ଓଡିଆ ବାଇବେଲ)
ଏଥି ନିମନ୍ତେ ଉକ୍ତ ଅଛି, ସେ ଊର୍ଦ୍ଧ୍ୱକୁ ଆରୋହଣ କରି ବନ୍ଦୀମାନଙ୍କୁ ବନ୍ଦୀ କରି ନେଇଗଲେ, ଆଉ ମନୁଷ୍ୟମାନଙ୍କୁ ନାନା ବରଦାନ ଦେଲେ ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ತೆಚ್ಯಾ ಸಾಟ್ನಿ ಪವಿತ್ರ್ ಪುಸ್ತಕ್ ಮನ್ತಾ, “ತೊ ವೈಲ್ಯಾ ಜಾಗ್ಯಾರ್ ಗೆಲ್ಲ್ಯಾ, ತನ್ನಾ ಅಪ್ನಾಚ್ಯಾ ವಾಂಗ್ಡಾ ಲೈ ಲೊಕಾಕ್ನಿ ಧರುನ್ ಬಂಧಿಕರುನ್ ಹಾನ್ಲ್ಯಾನ್, ಅನಿ ತೆನಿ ಲೊಕಾಕ್ನಿ ದೆನೆ ದಿಲ್ಯಾನ್.”