Ephesians 4:9 — Compare Translations

7 translations compared side by side

Odia - 1840
"ଉଚ୍ଚକୁ ଗଲେ କହିବାର ଅର୍ଥ ଯେ, ସେ ପ୍ରଥମେ ପୃଥିବୀର ନୀଚ୍ଚ ସ୍ଥାନକୁ ଆସିଥିଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
(ସେ ଆରୋହଣ କଲେ ବୋଲି କହିବାର ଅର୍ଥ କଅଣ? ନା, ସେ ମଧ୍ୟ ନୀଚସ୍ଥ ପୃଥିବୀକୁ ଅବତରଣ କରିଥିଲେ ।
Odia BSI (ପବିତ୍ର ବାଇବଲ (CL) NT (BSI))
“ସେ ଉଦ୍ଧ୍ୱର୍କୁ ଆରୋହଣ କଲେ”, ଏହାର ଅର୍ଥ କ’ଣ? ଏହାର ଅର୍ଥ, ପ୍ରଥମେ ସେ ପୃଥିବୀର ନିମ୍ନତମ ସ୍ଥାନମାନଙ୍କୁ ଅବତରଣ କରିଥିଲେ।
Odia Bible ERV 2004 (ପବିତ୍ର ବାଇବଲ)
“ଉଚ୍ଚକୁ ଗଲେ” କହିବାର ଅର୍ଥ ଯେ, ସେ ପ୍ରଥମେ ପୃଥିବୀର ନୀଚ୍ଚ ସ୍ଥାନକୁ ଆସିଥିଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
(ସେ ଆରୋହଣ କଲେ ବୋଲି କହିବାର ଅର୍ଥ କଅଣ? ନା, ସେ ମଧ୍ୟ ନୀଚସ୍ଥ ପୃଥିବୀକୁ ଅବତରଣ କରିଥିଲେ।
Odia IRV 2017 (ଓଡିଆ ବାଇବେଲ)
(ସେ ଆରୋହଣ କଲେ ବୋଲି କହିଲେ ଅର୍ଥ କ'ଣ? ନା, ସେ ମଧ୍ୟ ନିଚସ୍ଥ ପୃଥିବୀକୁ ଅବତରଣ କରିଥିଲେ ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ಅಸೆ ರಾತಾನಾ ತೊ ವೈಲ್ಯಾ ಜಾಗ್ಯಾರ್ ಗೆಲೊ ಮಟ್ಲ್ಯಾರ್, ಅರ್ಥ್ ಕಾಯ್? ತಸೆ ಮಟ್ಲ್ಯಾರ್ ಜಿಮ್ನಿಚ್ಯಾ ಖೊಲಾತ್ಲ್ಯಾ ಜಾಗಾರ್ ಗೆಲ್ಲೊ.