Ephesians 5:1 — Compare Translations

7 translations compared side by side

Odia - 1840
"ତୁମ୍ଭମାନେେ ପରମେଶ୍ବରଙ୍କ ପ୍ରିୟ ସନ୍ତାନ। ଅତଏବ ପରମେଶ୍ବରଙ୍କ ଭଳି ହବୋକୁ ଚେଷ୍ଟା କର।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଅତଏବ, ପ୍ରିୟ ସନ୍ତାନମାନଙ୍କ ପରି ଈଶ୍ଵରଙ୍କ ଅନୁକାରୀ ହୁଅ ।
Odia BSI (ପବିତ୍ର ବାଇବଲ (CL) NT (BSI))
ତୁମ୍ଭେମାନେ ଈଶ୍ୱରଙ୍କର ପ୍ରିୟ ସନ୍ତାନ, ଅତଏବ ତାଙ୍କ ଅନୁରୂପ ହେବା ପାଇଁ ଚେଷ୍ଟା କର।
Odia Bible ERV 2004 (ପବିତ୍ର ବାଇବଲ)
ଜ୍ୟୋତିଃର୍ମୟ ଜୀବନ ତୁମ୍ଭେମାନେ ପରମେଶ୍ୱରଙ୍କ ପ୍ରିୟ ସନ୍ତାନ। ଅତଏବ ପରମେଶ୍ୱରଙ୍କ ଭଳି ହେବାକୁ ଚେଷ୍ଟା କର।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଅତଏବ ପ୍ରିୟ ସନ୍ତାନମାନଙ୍କ ପରି ଈଶ୍ବରଙ୍କ ଅନୁକାରୀ ହୁଅ;
Odia IRV 2017 (ଓଡିଆ ବାଇବେଲ)
ଅତଏବ ପ୍ରିୟ ସନ୍ତାନମାନଙ୍କ ପରି ଈଶ୍ୱରଙ୍କ ଅନୁକାରୀ ହୁଅ;
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ತುಮಿ ದೆವಾಚಿ ಪ್ರೆಮಾಚಿ ಪೊರಾ ಹೊಲ್ಯಾಸಿ, ತಸೆ ಹೊವ್ನ್ ತುಮಿ ತೆಚ್ಯಾ ಸಾರ್ಕೆ ಹೊವ್ಕ್ ಬಗುಚೆ.