Ephesians 5:11 — Compare Translations
7 translations compared side by side
Odia - 1840
"ସର୍ବଦା ଭଲ କାମ କରି, ଅନ୍ଧକାରର କର୍ମଗୁଡ଼ିକର ଅସାରତା ପ୍ରମାଣିତ କର।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଅନ୍ଧକାରର ନିଷ୍ଫଳ କର୍ମସବୁର ସହଭାଗୀ ହୁଅ ନାହିଁ, ବରଂ ସେସବୁର ଦୋଷ ହିଁ ଦେଖାଇଦିଅ;
Odia BSI (ପବିତ୍ର ବାଇବଲ (CL) NT (BSI))
ଲୋକମାନେ ଅନ୍ଧକାରରେ ଯେଉଁ ସବୁ ଅସାର କାର୍ଯ୍ୟ କରନ୍ତି, ସେ ସବୁଠାରୁ ଦୂରେଇ ରୁହ। ପୁଣି ସେମାନଙ୍କ କାର୍ଯ୍ୟକଳାପ ପ୍ରକାଶ୍ୟରେ ଦର୍ଶାଇ ଦିଅ।
Odia Bible ERV 2004 (ପବିତ୍ର ବାଇବଲ)
ସର୍ବଦା ଭଲ କାମ କରି, ଅନ୍ଧକାରର କର୍ମଗୁଡ଼ିକର ଅସାରତା ପ୍ରମାଣିତ କର।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଅନ୍ଧକାରର ନିଷ୍ଫଳ କର୍ମସବୁର ସହଭାଗୀ ହୁଅ ନାହିଁ, ବରଂ ସେସବୁର ଦୋଷ ହିଁ ଦେଖାଇଦିଅ;
Odia IRV 2017 (ଓଡିଆ ବାଇବେଲ)
ଅନ୍ଧକାରର ନିଷ୍ଫଳ କର୍ମ ସବୁର ସହଭାଗୀ ହୁଅ ନାହିଁ,ବରଂ ସେ ସବୁର ଦୋଷହିଁ ଦେଖାଇଦିଅ;
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ಕಾಳ್ಕಾತ್ಲಿ ಲೊಕಾ ಕರ್ತಲಿ ಕಾಮಾ ಕರುನಕಾಸಿ ತೆಜ್ಯಾನ್ ಕಾಯ್ಬಿ ಬರೆ ಹೊಯ್ನಾ, ಖರೆ ಕಳ್ಕಾತ್ ಕರ್ತಲಿ ಕಾಮಾ ಚುಕೆಚಿ ಮನುನ್ ದಾಕ್ವುಕ್ ಸಾಟ್ನಿ ತುಮಿ ಬರಿ ಕಾಮಾ ಕರಾ.