Ephesians 5:12 — Compare Translations
7 translations compared side by side
Odia - 1840
"ଅନ୍ଧକାର ରେ ଯେ ଲୋକେ ଯେଉଁ ଗୁପ୍ତ କର୍ମ ସବୁ କରନ୍ତି, ସଗେୁଡ଼ିକ କହିବା ପାଇଁ ମଧ୍ଯ ଲଜ୍ଜା ଲାଗେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
କାରଣ ସେମାନେ ଯାହାସବୁ ଗୁପ୍ତରେ କରନ୍ତି, ସେହିସବୁ କଥା କହିବା ସୁଦ୍ଧା ଲଜ୍ଜାଜନକ,
Odia BSI (ପବିତ୍ର ବାଇବଲ (CL) NT (BSI))
(ବାସ୍ତବିକ, ସେମାନେ ଗୁପ୍ତରେ ଯାହା ସବୁ କରନ୍ତି, ସେ ବିଷୟ ଉଲ୍ଲେଖ କରିବା ଲଜ୍ଜାଜନକ।)
Odia Bible ERV 2004 (ପବିତ୍ର ବାଇବଲ)
ଅନ୍ଧକାରରେ ଯେ ଲୋକେ ଯେଉଁ ଗୁପ୍ତ କର୍ମ ସବୁ କରନ୍ତି, ସେଗୁଡ଼ିକ କହିବା ପାଇଁ ମଧ୍ୟ ଲଜ୍ଜା ଲାଗେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
କାରଣ ସେମାନେ ଯାହାସବୁ ଗୁପ୍ତରେ କରନ୍ତି, ସେହିସବୁ କଥା କହିବା ସୁଦ୍ଧା ଲଜ୍ଜାଜନକ,
Odia IRV 2017 (ଓଡିଆ ବାଇବେଲ)
କାରଣ ସେମାନେ ଯାହାସବୁ ଗୁପ୍ତରେ କରନ୍ତି, ସେହି ସବୁ କଥା କହିବା ସୁଦ୍ଧା ଲଜ୍ଜାଜନକ,
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ಖರೆಚ್ ಬಿ ತಿ ಲೊಕಾ ಕರ್ತಲ್ಯಾ ಗುಟ್ಟಾಚ್ಯಾ ಕಾಮಾಂಚ್ಯಾ ವಿಶಯಾತ್ ಬೊಲುಕ್ಬಿ ಮರ್ಯಾದ್ ದಿಸ್ತಾ.