Ephesians 5:13 — Compare Translations
7 translations compared side by side
Odia - 1840
"କିନ୍ତୁ ଆଲୋକ ସମ୍ମୁଖ ରେ ଏଗୁଡ଼ିକୁ ରଖିଲେ, ଏସବୁ କର୍ମର ସମସ୍ତ ମନ୍ଦତା ସ୍ପଷ୍ଟ ଭାବେ ପ୍ରକାଶିତ ହୁଏ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
କିନ୍ତୁ ଯେସମସ୍ତ ବିଷୟର ଦୋଷ ଆଲୋକ ଦ୍ଵାରା ଦେଖାଇ ଦିଆଯାଏ, ସେହିସବୁ ପ୍ରକାଶିତ ହୁଏ, କାରଣ ଯାହାସବୁ ପ୍ରକାଶିତ ହୁଏ, ତାହା ଆଲୋକ ।
Odia BSI (ପବିତ୍ର ବାଇବଲ (CL) NT (BSI))
ଯେତେବେଳେ ସମସ୍ତ ବିଷୟ ଆଲୋକକୁ ଅଣାଯାଏ, ସେତେବେଳେ ସେଗୁଡ଼ିକର ପ୍ରକୃତ ସ୍ୱରୂପ ପ୍ରକାଶିତ ହୁଏ।
Odia Bible ERV 2004 (ପବିତ୍ର ବାଇବଲ)
କିନ୍ତୁ ଆଲୋକ ସମ୍ମୁଖରେ ଏଗୁଡ଼ିକୁ ରଖିଲେ, ଏସବୁ କର୍ମର ସମସ୍ତ ମନ୍ଦତା ସ୍ପଷ୍ଟ ଭାବେ ପ୍ରକାଶିତ ହୁଏ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
କିନ୍ତୁ ସମସ୍ତ ବିଷୟର ଦୋଷ ଆଲୋକ ଦ୍ୱାରା ଦେଖାଇ ଦିଆଯାଏ, ଯେଉଁ ସବୁ ପ୍ରକାଶିତ ହୁଏ, ତାହା ଆଲୋକ।
Odia IRV 2017 (ଓଡିଆ ବାଇବେଲ)
କିନ୍ତୁ ସମସ୍ତ ବିଷୟର ଦୋଷ ଆଲୋକ ଦ୍ୱାରା ଦେଖାଇ ଦିଆଯାଏ, ଯେଉଁ ସବୁ ପ୍ରକାଶିତ ହୁଏ, ତାହା ଆଲୋକ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ಖರೆ ತಿ ಕಾಮಾ ಚುಕೆಚಿ ಮನುನ್ ಅಮಿ ದಾಕ್ವುತಾನಾ ಉಜ್ವೊಡಾನ್ ತಿ ಕಾಮಾ ಸ್ಪಸ್ಟ್ ಹೊವ್ನ್ ದಿಸ್ತಾತ್. ಮರಲ್ಯಾಕ್ನಿ ಸೊಡುನ್ ಉಟ್, ಕ್ರಿಸ್ತ್ ತುಜ್ಯಾ ವೈರ್ ಉಜ್ವೊಡ್ ದಿತಾ,