Ephesians 5:15 — Compare Translations
7 translations compared side by side
Odia - 1840
"ଅତଏବ କିପରି ଜୀବନ କାଟୁଅଛ, ଏବିଷୟ ରେ ବିଶଷେ ସାବଧାନ ରୁହ। ନିର୍ ବୋଧ ଲୋକଙ୍କ ଭଳି ଜୀବନଯାପନ କର ନାହିଁ। ମାତ୍ର ଜ୍ଞାନୀ ଲୋକଙ୍କ ପରି ଜୀବନଯାପନ କର।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଅତଏବ ଅଜ୍ଞାନ ପରି ନ ହୋଇ ଜ୍ଞାନୀ ପରି ନିଜ ନିଜ ଆଚରଣ ସମ୍ଵନ୍ଧରେ ବିଶେଷ ସାବଧାନ ହୁଅ,
Odia BSI (ପବିତ୍ର ବାଇବଲ (CL) NT (BSI))
ତେଣୁ ତୁମେ କିପରି ଆଚରଣ କରିବ, ସେ ବିଷୟରେ ସାବଧାନ ହୁଅ। ଅଜ୍ଞ ଭଳି ନ ହୋଇ ଜ୍ଞାନୀ ଭଳି ଆଚରଣ କର।
Odia Bible ERV 2004 (ପବିତ୍ର ବାଇବଲ)
ଅତଏବ କିପରି ଜୀବନ କାଟୁଅଛ, ଏବିଷୟରେ ବିଶେଷ ସାବଧାନ ରୁହ। ନିର୍ବୋଧ ଲୋକଙ୍କ ଭଳି ଜୀବନଯାପନ କର ନାହିଁ। ମାତ୍ର ଜ୍ଞାନୀ ଲୋକଙ୍କ ପରି ଜୀବନଯାପନ କର।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଅତଏବ ଅଜ୍ଞାନ ପରି ନ ହୋଇ ଜ୍ଞାନୀ ପରି ନିଜ ନିଜ ଆଚରଣ ସମ୍ବନ୍ଧରେ ବିଶେଷ ସାବଧାନ ହୁଅ,
Odia IRV 2017 (ଓଡିଆ ବାଇବେଲ)
ଅତଏବ ଅଜ୍ଞାନ ପରି ନ ହୋଇ ଜ୍ଞାନୀ ପରି ନିଜ ନିଜ ଆଚରଣ ସମ୍ବନ୍ଧରେ ବିଶେଷ ସାବଧାନ ହୁଅ,
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ತಸೆ ಹೊವ್ನ್ ತುಮಿ ಕಸೆ ಜಿವನ್ ಕರುಲ್ಯಾಸಿ ಮನ್ತಲ್ಯಾ ವಿಸಯಾತ್ ಲೈ ಹುರ್ಶಾಕಿನ್ ರಾವಾ ಬುದ್ದ್ ನಸಲ್ಯಾನಿ ಜಿವನ್ ಕರಲ್ಲ್ಯಾ ಸಾರ್ಕೆ ಕರಿನಸ್ತಾನಾ, ಬುದ್ದ್ ಹೊತ್ಯಾಂಚ್ಯಾ ಸಾರ್ಕೆ ಜಿವನ್ ಕರಾ.