Ephesians 5:16 — Compare Translations

7 translations compared side by side

Odia - 1840
"ଏହା ଅତ୍ଯନ୍ତ ମନ୍ଦ ସମୟ ହାଇେ ଥିବାରୁ, ଭଲ କାମ କରିବା ପାଇଁ ମିଳୁଥିବା କୌଣସି ସୁଯୋଗକୁ ଛାଡ଼ ନାହିଁ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ପୁଣି, ସୁଯୋଗର ସଦ୍ବ୍ୟବହାର କର, କାରଣ କାଳ ମନ୍ଦ ଅଟେ ।
Odia BSI (ପବିତ୍ର ବାଇବଲ (CL) NT (BSI))
ପ୍ରତ୍ୟେକ ସୁଯୋଗର ସଦ୍ବ୍ୟବହାର କର, କାରଣ ଦୁର୍ଦ୍ଦିନ ଉପସ୍ଥିତ।
Odia Bible ERV 2004 (ପବିତ୍ର ବାଇବଲ)
ଏହା ଅତ୍ୟନ୍ତ ମନ୍ଦ ସମୟ ହୋଇ ଥିବାରୁ, ଭଲ କାମ କରିବା ପାଇଁ ମିଳୁଥିବା କୌଣସି ସୁଯୋଗକୁ ଛାଡ଼ ନାହିଁ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ପୁଣି, ସୁଯୋଗର ସତ୍ ବ୍ୟବହାର କର, କାରଣ କାଳ ମନ୍ଦ ଅଟେ।
Odia IRV 2017 (ଓଡିଆ ବାଇବେଲ)
ପୁଣି, ସୁଯୋଗର ସତ୍ ବ୍ୟବହାର କର, କାରଣ କାଳ ମନ୍ଦ ଅଟେ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ಹಿ ದಿಸಾ ಲೈ ಬುರ್ಶಿ ಹೊವ್ನ್ ಹಾತ್ ತಸೆ ಹೊವ್ನ್, ತುಮ್ಕಾ ಗಾವಲೊ ಹರ್ ಎಕ್ ಅವಕಾಸ್‍ಬಿ ಬರ್‍ಯಾ ಕಾಮಾಕ್ ವಾಪ್ರುನ್ ಘೆವಾ.