Ephesians 5:17 — Compare Translations

7 translations compared side by side

Odia - 1840
"ଅତଏବ ମୂର୍ଖପରି ଜୀବନ ନ କାଟି ପରମେଶ୍ବର ତୁମ୍ଭଠାରୁ କ'ଣ ଚାହାଁନ୍ତି, ଏହା ଜାଣିବାକୁ ଚେଷ୍ଟା କର।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଏଣୁ ନିର୍ବୋଧ ନ ହୋଇ ପ୍ରଭୁଙ୍କର ଇଚ୍ଛା କଅଣ, ତାହା ବୁଝ ।
Odia BSI (ପବିତ୍ର ବାଇବଲ (CL) NT (BSI))
ନିର୍ବୋଧମାନଙ୍କ ପରି ହୁଅ ନାହିଁ, କିନ୍ତୁ ପ୍ରଭୁଙ୍କ ଅଭିମତ ବୁଝିବାକୁ ଚେଷ୍ଟା କର।
Odia Bible ERV 2004 (ପବିତ୍ର ବାଇବଲ)
ଅତଏବ ମୂର୍ଖପରି ଜୀବନ ନ କାଟି ପରମେଶ୍ୱର ତୁମ୍ଭଠାରୁ କ’ଣ ଗ୍ଭହାନ୍ତି, ଏହା ଜାଣିବାକୁ ଚେଷ୍ଟା କର।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଏଣୁ ନିର୍ବୋଧ ନ ହୋଇ ପ୍ରଭୁଙ୍କର କଣ ଇଚ୍ଛା ତାହା ବୁଝ।
Odia IRV 2017 (ଓଡିଆ ବାଇବେଲ)
ଏଣୁ ନିର୍ବୋଧ ନ ହୋଇ ପ୍ରଭୁଙ୍କର କଣ ଇଚ୍ଛା ତାହା ବୁଝ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ತುಮಿ ಬುದ್ದ್ ನಸಲ್ಲೆ ಹೊವ್ನ್ ರಾಯ್‍ನಸ್ತನಾ ದೆವಾಚಿ ಇಚ್ಚ್ಯಾ ಕಾಯ್ ಮನ್ತಲೆ ಕಳ್ವುನ್ ಘೆವಾ.