Ephesians 5:18 — Compare Translations

7 translations compared side by side

Odia - 1840
"ମଦ ପିଇ ମାତାଲ ହୁଅ ନାହିଁ। କାରଣ ତାହା ଆତ୍ମିକ ଭାବେ ତୁମ୍ଭର ସଂପୂର୍ଣ୍ଣ ବିନାଶ ଘଟାଇବ ବରଂ ଆତ୍ମା ରେ ପରିପୂର୍ଣ୍ଣ ହୁଅ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଆଉ ଦ୍ରାକ୍ଷାରସରେ ମତ୍ତ ନ ହୁଅ, ସେଥିରୁ ତ ଅତ୍ୟାଚାର ଜନ୍ମେ, ମାତ୍ର ଆତ୍ମାରେ ପୂର୍ଣ୍ଣ ହୋଇ ଗୀତ,
Odia BSI (ପବିତ୍ର ବାଇବଲ (CL) NT (BSI))
ମଦ୍ୟପାନରେ ମତ୍ତ ହୁଅ ନାହିଁ, କାରଣ ତାହା କେବଳ ତୁମର ସର୍ବନାଶ କରିବ, ମାତ୍ର ପବିତ୍ର ଆତ୍ମାରେ ପୂର୍ଣ୍ଣ ହୁଅ।
Odia Bible ERV 2004 (ପବିତ୍ର ବାଇବଲ)
ମଦ ପିଇ ମାତାଲ ହୁଅ ନାହିଁ। କାରଣ ତାହା ଆତ୍ମିକ ଭାବେ ତୁମ୍ଭର ସମ୍ପୂର୍ଣ୍ଣ ବିନାଶ ଘଟାଇବ ବରଂ ଆତ୍ମାରେ ପରିପୂର୍ଣ୍ଣ ହୁଅ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଆଉ ଦ୍ରାକ୍ଷାରସରେ ମତ୍ତ ନ ହୁଅ, ସେଥିରୁ ତ ଅତ୍ୟାଚାର ଜନ୍ମେ, ମାତ୍ର ଆତ୍ମାରେ ପୂର୍ଣ୍ଣ ହୋଇ ଗୀତ, ସ୍ତୋତ୍ର ଓ ଆଧ୍ୟାତ୍ମିକ ସଂକୀର୍ତ୍ତନ ଦ୍ୱାରା ପରସ୍ପରକୁ ଉତ୍ସାହ ଦିଅ,
Odia IRV 2017 (ଓଡିଆ ବାଇବେଲ)
ଆଉ ଦ୍ରାକ୍ଷାରସରେ ମତ୍ତ ନ ହୁଅ, ସେଥିରୁ ତ ଅତ୍ୟାଚାର ଜନ୍ମେ, ମାତ୍ର ଗୀତ, ସ୍ତୋତ୍ର ଓ ଆଧ୍ୟାତ୍ମିକ ସଂକୀର୍ତ୍ତନ ଦ୍ୱାରା ପରସ୍ପରକୁ ଉତ୍ସାହ ଦିଅ,
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ವಾಯ್ನ್ ಫಿವ್ನ್ ಫಿದುಡೆ ಹೊವ್ನ್ ರಾವ್‍ನಕಾಸಿ ತೆ ತುಮ್ಕಾ ಚುಕೆಚ್ಯಾ ಕಾಮಾಕ್ನಿ ಚಲ್ವುತಾ ಖರೆ ಕನ್ನಾಬಿ ಪವಿತ್ರ್ ಆತ್ಮ್ಯಾನ್ ಭರುನ್ ರಾವಾ.