Ephesians 5:19 — Compare Translations
7 translations compared side by side
Odia - 1840
"ସ୍ତୁତି, ଭଜନ, ଆଧ୍ଯାତ୍ମିକ ଗୀତ ସହିତ ପରସ୍ପରକୁ ଉତ୍ସାହ କର। ପ୍ରଭୁଙ୍କ ଉଦ୍ଦେଶ୍ଯ ରେ ତୁମ୍ଭମାନେେ ଆପଣାର ସଂପୂର୍ଣ୍ଣ ହୃଦୟ ସହିତ ସଙ୍ଗୀତ ସୃଷ୍ଟି କରି ଗୀତ ଗାଉ ଥାଅ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ସ୍ତୋତ୍ର ଓ ଆଧ୍ୟାତ୍ମିକ ସଂକୀର୍ତ୍ତନ ଦ୍ଵାରା ପରସ୍ପରକୁ ଉତ୍ସାହ ଦିଅ, ପୁଣି ତୁମ୍ଭମାନଙ୍କ ହୃଦୟରେ ଈଶ୍ଵରଙ୍କ ଉଦ୍ଦେଶ୍ୟରେ ସଂକୀର୍ତ୍ତନ ଓ ଗୀତ ଗାନ କର,
Odia BSI (ପବିତ୍ର ବାଇବଲ (CL) NT (BSI))
ଭଜନ, ସ୍ତୁତିଗାନ ଓ ଭକ୍ତି ଗୀତ ଦ୍ୱାରା ପରସ୍ପରକୁ ଉତ୍ସାହିତ କର। ହୃଦୟର କୃତଜ୍ଞତା ସହ ପ୍ରଭୁଙ୍କ ଉଦ୍ଦେଶ୍ୟରେ ଗୀତ ଓ ଭଜନ ଗାନ କର।
Odia Bible ERV 2004 (ପବିତ୍ର ବାଇବଲ)
ସ୍ତୁତି, ଭଜନ, ଆଧ୍ୟାତ୍ମିକ ଗୀତ ସହିତ ପରସ୍ପରକୁ ଉତ୍ସାହ କର। ପ୍ରଭୁଙ୍କ ଉଦ୍ଦେଶ୍ୟରେ ତୁମ୍ଭେମାନେ ଆପଣାର ସମ୍ପୂର୍ଣ୍ଣ ହୃଦୟ ସହିତ ସଙ୍ଗୀତ ସୃଷ୍ଟି କରି ଗୀତ ଗାଉ ଥାଅ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ପୁଣି, ତୁମ୍ଭମାନଙ୍କ ହୃଦୟରେ ଈଶ୍ବରଙ୍କ ଉଦ୍ଦେଶ୍ୟରେ ଭଜନ ଓ ଗୀତ ଗାନ କର;
Odia IRV 2017 (ଓଡିଆ ବାଇବେଲ)
ପୁଣି, ତୁମ୍ଭମାନଙ୍କ ହୃଦୟରେ ଈଶ୍ୱରଙ୍କ ଉଦ୍ଦେଶ୍ୟରେ ଭଜନ ଓ ଗୀତ ଗାନ କର;
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ಕಿರ್ತನ್ಯಾನಿ, ಗಿತಾನಿ, ಅನಿ ಆತ್ಮಿಕ್ ಗಿತಾನಿ ಎಕಾಮೆಕಾಕ್ ಬೊಲುನ್ಗೆತ್ ರಾವಾ ತುಮ್ಚ್ಯಾ ಮನಾತ್ನಿ ಧನಿಯಾಕ್ ವಾಜಾಪಾ ವಾಜ್ವುನ್ಗೆತ್ ಗಿತಾ ಸಾಂಗಾ.