Ephesians 5:2 — Compare Translations

7 translations compared side by side

Odia - 1840
"ପ୍ ରମେପୂର୍ଣ୍ଣ ଜୀବନଯାପନ କର। ଖ୍ରୀଷ୍ଟ ଆମ୍ଭକୁ ଯେପରି ପ୍ ରମେ କରିଛନ୍ତି, ତୁମ୍ଭମାନେେ ମଧ୍ଯ ସହେିଭଳି ଅନ୍ୟମାନଙ୍କୁ ପ୍ ରମେ କର। ଖ୍ରୀଷ୍ଟ ଆମ୍ଭମାନଙ୍କ ନିମନ୍ତେ ଆପଣାକୁ ଦେଲେ, ସେ ଆମ୍ଭମାନଙ୍କ ନିମନ୍ତେ ପରମେଶ୍ବରଙ୍କ ନିକଟରେ ମଧୁର-ସୁଗନ୍ଧି-ୟୁକ୍ତ ଭଟେି ଓ ପରମେଶ୍ବରଙ୍କ ବଳି ସ୍ବରୂପ ଅଟନ୍ତି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଖ୍ରୀଷ୍ଟ ଯେପରି ତୁମ୍ଭମାନଙ୍କୁ ପ୍ରେମ କଲେ, ପୁଣି ଆମ୍ଭମାନଙ୍କ ନିମନ୍ତେ ଈଶ୍ଵରଙ୍କ ଉଦ୍ଦେଶ୍ୟରେ ସୁଗନ୍ଧି ନୈବେଦ୍ୟ ଓ ବଳି ସ୍ଵରୂପେ ଆପଣାକୁ ଉତ୍ସର୍ଗ କଲେ, ସେହିପରି ପ୍ରେମରେ ଆଚରଣ କର, ।
Odia BSI (ପବିତ୍ର ବାଇବଲ (CL) NT (BSI))
ଖ୍ରୀଷ୍ଟ ଯେପରି ଆମ୍ଭମାନଙ୍କୁ ପ୍ରେମ କଲେ ଓ ଈଶ୍ୱରଙ୍କର ସନ୍ତୋଷ ନିମନ୍ତେ ନିଜ ଜୀବନକୁ ଆମ ପାଇଁ ସୁଗନ୍ଧି ନୈବେଦ୍ୟ ଓ ବଳି ରୂପେ ଉତ୍ସର୍ଗ କଲେ, ତୁମ୍ଭମାନଙ୍କ ଜୀବନ ମଧ୍ୟ ସେହିପରି ପ୍ରେମ ଦ୍ୱାରା ପରିଚାଳିତ ହେଉ।
Odia Bible ERV 2004 (ପବିତ୍ର ବାଇବଲ)
ପ୍ରେମପୂର୍ଣ୍ଣ ଜୀବନଯାପନ କର। ଖ୍ରୀଷ୍ଟ ଆମ୍ଭକୁ ଯେପରି ପ୍ରେମ କରିଛନ୍ତି, ତୁମ୍ଭେମାନେ ମଧ୍ୟ ସେହିଭଳି ଅନ୍ୟମାନଙ୍କୁ ପ୍ରେମ କର। ଖ୍ରୀଷ୍ଟ ଆମ୍ଭମାନଙ୍କ ନିମନ୍ତେ ଆପଣାକୁ ଦେଲେ, ସେ ଆମ୍ଭମାନଙ୍କ ନିମନ୍ତେ ପରମେଶ୍ୱରଙ୍କ ନିକଟରେ ମଧୁର-ସୁଗନ୍ଧି-ଯୁକ୍ତ ଭେଟି ଓ ପରମେଶ୍ୱରଙ୍କ ବଳି ସ୍ୱରୂପ ଅଟନ୍ତି।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଖ୍ରୀଷ୍ଟ ଯେପରି ତୁମ୍ଭମାନଙ୍କୁ ପ୍ରେମ କଲେ, ପୁଣି, ଆମ୍ଭମାନଙ୍କ ନିମନ୍ତେ ଈଶ୍ବରଙ୍କ ଉଦ୍ଦେଶ୍ୟରେ ସୁଗନ୍ଧି ନୈବେଦ୍ୟ ଓ ବଳି ସ୍ୱରୂପେ ଆପଣାକୁ ଉତ୍ସର୍ଗ କଲେ, ସେହିପରି ପ୍ରେମରେ ଆଚରଣ କର।
Odia IRV 2017 (ଓଡିଆ ବାଇବେଲ)
ଖ୍ରୀଷ୍ଟ ଯେପରି ତୁମ୍ଭମାନଙ୍କୁ ପ୍ରେମ କଲେ, ପୁଣି, ଆମ୍ଭମାନଙ୍କ ନିମନ୍ତେ ଈଶ୍ୱରଙ୍କ ଉଦ୍ଦେଶ୍ୟରେ ସୁଗନ୍ଧି ନୈବେଦ୍ୟ ଓ ବଳି ସ୍ଵରୂପେ ଆପଣାକୁ ଉତ୍ସର୍ଗ କଲେ, ସେହିପରି ପ୍ରେମରେ ଆଚରଣ କର।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ಪ್ರೆಮಾನ್ ಭರಲೊ ಜಿವನ್ ಕರಾ, ಕ್ರಿಸ್ತಾನ್ ಅಪ್ನಾಕುಚ್ ಆಮ್ಚ್ಯಾಸಾಟಿ ಬರ್ಯಾ ವಾಸೆಚಿ ಕಾನಿಕ್ ಹೊವ್ನ್, ಅನಿ ಬಲಿ ಹೊವ್ನ್ ದೆವಾಕ್ ಒಪ್ಸುನ್ ಘೆಟ್ಲ್ಯಾನ್.