Ephesians 5:21 — Compare Translations

7 translations compared side by side

Odia - 1840
"ପରସ୍ପର ପ୍ରତି ବାଧ୍ଯ ହବୋ ପାଇଁ ଇଚ୍ଛୁକ ହୁଅ। ତୁମ୍ଭମାନେେ ଖ୍ରୀଷ୍ଟଙ୍କୁ ସମ୍ମାନ କରୁଥିବାରୁ ଏହା କର।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଆଉ ଖ୍ରୀଷ୍ଟଙ୍କୁ ଭୟ କରି ପରସ୍ପର ବଶୀଭୂତ ହୁଅ ।
Odia BSI (ପବିତ୍ର ବାଇବଲ (CL) NT (BSI))
ଖ୍ରୀଷ୍ଟଙ୍କ ପ୍ରତି ତୁମ୍ଭମାନଙ୍କର ଭକ୍ତି ଥିବାରୁ ତୁମ୍ଭେମାନେ ପରସ୍ପରର ବଶବର୍ତ୍ତୀ ହୁଅ।
Odia Bible ERV 2004 (ପବିତ୍ର ବାଇବଲ)
ପତି ଓ ପତ୍ନୀ ପରସ୍ପର ପ୍ରତି ବାଧ୍ୟ ହେବା ପାଇଁ ଇଚ୍ଛୁକ ହୁଅ। ତୁମ୍ଭେମାନେ ଖ୍ରୀଷ୍ଟଙ୍କୁ ସମ୍ମାନ କରୁଥିବାରୁ ଏହା କର।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଆଉ ଖ୍ରୀଷ୍ଟଙ୍କୁ ଭୟ କରି ପରସ୍ପରର ବଶୀଭୂତ ହୁଅ।
Odia IRV 2017 (ଓଡିଆ ବାଇବେଲ)
ଆଉ ଖ୍ରୀଷ୍ଟଙ୍କୁ ଭୟ କରି ପରସ୍ପରର ବଶୀଭୂୂତ ହୁଅ ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ತುಮಿ ಎಕಾಮೆಕಾಕ್ ಖಾಲ್ತಿ ಹೊವ್ನ್ ಚಲ್ತಲೆ ಹೊವ್ನ್ ರ್‍ಹಾವ್ಚೆ ಕಶ್ಯಾಕ್ ಮಟ್ಲ್ಯಾರ್, ತುಮಿ ಕ್ರಿಸ್ತಾಚೆ ಭ್ಹಿಂಯೆ ಅನಿ ದೆವಸ್ಪಾನ್ ಹೊತ್ತೆ ಹೊವ್ನ್ ರ್‍ಹಾವ್ಚೆ.