Ephesians 5:23 — Compare Translations
7 translations compared side by side
Odia - 1840
"ଖ୍ରୀଷ୍ଟ ଯେପରି ମଣ୍ଡଳୀର282 ମସ୍ତକ, ସ୍ବାମୀ ସହେିପରି ସ୍ତ୍ରୀର ମସ୍ତକ। ଖ୍ରୀଷ୍ଟୀୟ ମଣ୍ଡଳୀ ହେଉଛି ଖ୍ରୀଷ୍ଟଙ୍କ ଶରୀର ଓ ସହେି ଶରୀରର ଉଦ୍ଧାରକର୍ତ୍ତା ହେଉଛନ୍ତି ଖ୍ରୀଷ୍ଟ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
କାରଣ ଖ୍ରୀଷ୍ଟ ଯେପରି ମଣ୍ତଳୀର ମସ୍ତକସ୍ଵରୂପ, ସ୍ଵାମୀ ମଧ୍ୟ ସେହିପରି ସ୍ତ୍ରୀର ମସ୍ତକ ସ୍ଵରୂପ, ପୁଣି ଖ୍ରୀଷ୍ଟ ଆପଣା ଶରୀରରୂପ ମଣ୍ତଳୀର ତ୍ରାଣକର୍ତ୍ତା ।
Odia BSI (ପବିତ୍ର ବାଇବଲ (CL) NT (BSI))
ମଣ୍ଡଳୀ ଉପରେ ଖ୍ରୀଷ୍ଟଙ୍କର ଅଧିକାର ପରି ସ୍ତ୍ରୀ ଉପରେ ସ୍ୱାମୀର ଅଧିକାର ଅଛି; ପୁଣି ଖ୍ରୀଷ୍ଟ ହିଁ ତାଙ୍କ ଶରୀରରୂପ ମଣ୍ଡଳୀର ତ୍ରାଣକର୍ତ୍ତା।
Odia Bible ERV 2004 (ପବିତ୍ର ବାଇବଲ)
ଖ୍ରୀଷ୍ଟ ଯେପରି ମଣ୍ଡଳୀର ମସ୍ତକ, ସ୍ୱାମୀ ସେହିପରି ସ୍ତ୍ରୀର ମସ୍ତକ। ଖ୍ରୀଷ୍ଟିୟ ମଣ୍ଡଳୀ ହେଉଛି ଖ୍ରୀଷ୍ଟଙ୍କ ଶରୀର ଓ ସେହି ଶରୀରର ଉଦ୍ଧାରକର୍ତ୍ତା ହେଉଛନ୍ତି ଖ୍ରୀଷ୍ଟ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
କାରଣ ଖ୍ରୀଷ୍ଟ ଯେପରି ମଣ୍ଡଳୀର ମସ୍ତକ ସ୍ୱରୂପ, ସ୍ୱାମୀ ମଧ୍ୟ ସେହିପରି ସ୍ତ୍ରୀର ମସ୍ତକ ସ୍ୱରୂପ, ପୁଣି, ଖ୍ରୀଷ୍ଟ ଆପଣା ଶରୀରରୂପ ମଣ୍ଡଳୀର ତ୍ରାଣକର୍ତ୍ତା।
Odia IRV 2017 (ଓଡିଆ ବାଇବେଲ)
କାରଣ ଖ୍ରୀଷ୍ଟ ଯେପରି ମଣ୍ଡଳୀର ମସ୍ତକ ସ୍ଵରୂପ, ସ୍ୱାମୀ ମଧ୍ୟ ସେହିପରି ସ୍ତ୍ରୀର ମସ୍ତକ ସ୍ଵରୂପ, ପୁଣି, ଖ୍ରୀଷ୍ଟ ଆପଣା ଶରୀରରୂପ ମଣ୍ଡଳୀର ତ୍ରାଣକର୍ତ୍ତା ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ಕಶ್ಯಾಕ್ ಮಟ್ಲ್ಯಾರ್, ಕ್ರಿಸ್ತ್ ದೆವಾಚ್ಯಾ ಲೊಕಾಂಚ್ಯಾ ತಾಂಡ್ಯಾಕ್ ಟಕ್ಲೆ ಹೊವ್ನ್ ಹೊತ್ತ್ಯಾ ಸಾರ್ಕೊ ಘವ್ ಮಾನುಸ್ ಬಾಯ್ಕೊಮಾನ್ಸಿಕ್ ಟಕ್ಲೆ ಹೊವ್ನ್ ಹಾಯ್, ದೆವಾಚ್ಯಾ ಲೊಕಾಂಚೊ ತಾಂಡೊ ಕ್ರಿಸ್ತಾಚೆ ಆಂಗ್ ಹೊವ್ನ್ ಹಾಯ್, ಕ್ರಿಸ್ತ್ ತ್ಯಾ ಆಂಗಾಚೊ ರಾಕ್ವನ್ ಹೊವ್ನ್ ಹಾಯ್.