Ephesians 5:24 — Compare Translations

7 translations compared side by side

Odia - 1840
"ମଣ୍ଡଳୀ ଯେପରି ଖ୍ରୀଷ୍ଟଙ୍କର ବଶୀଭୂତ ଅଟେ, ସହେିପରି ହେ ପତ୍ନୀମାନେ, ତୁମ୍ଭମାନେେ ପ୍ରେତ୍ୟକକ କଥା ରେ ନିଜ ପତିଙ୍କର ବଶୀଭୂତା ହବୋ ଉଚିତ୍।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ହଁ, ମଣ୍ତଳୀ ଯେପରି ଖ୍ରୀଷ୍ଟଙ୍କର ବଶୀଭୂତା, ସେହିପରି ସ୍ତ୍ରୀମାନେ ମଧ୍ୟ ସବୁ ବିଷୟରେ ଆପଣା ଆପଣା ସ୍ଵାମୀର ବଶୀଭୂତା ହେଉନ୍ତୁ ।
Odia BSI (ପବିତ୍ର ବାଇବଲ (CL) NT (BSI))
ମଣ୍ଡଳୀ ଯେପରି ଖ୍ରୀଷ୍ଟଙ୍କଠାରେ ବଶୀଭୂତ, ସ୍ତ୍ରୀମାନେ ଠିକ୍ ସେହିପରି ନିଜ ନିଜ ସ୍ୱାମୀ ନିକଟରେ ସମ୍ପୂର୍ଣ୍ଣଭାବେ ବଶୀଭୂତା ହୁଅନ୍ତୁ।
Odia Bible ERV 2004 (ପବିତ୍ର ବାଇବଲ)
ମଣ୍ଡଳୀ ଯେପରି ଖ୍ରୀଷ୍ଟଙ୍କର ବଶୀଭୂତ ଅଟେ, ସେହିପରି ହେ ପତ୍ନୀମାନେ, ତୁମ୍ଭେମାନେ ପ୍ରତ୍ୟେକ କଥାରେ ନିଜ ପତିଙ୍କର ବଶୀଭୂତା ହେବା ଉଚିତ୍।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ହଁ, ମଣ୍ଡଳୀ ଯେପରି ଖ୍ରୀଷ୍ଟଙ୍କର ବଶୀଭୂତ, ସେହିପରି ସ୍ତ୍ରୀମାନେ ମଧ୍ୟ ସବୁ ବିଷୟରେ ଆପଣା ଆପଣା ସ୍ୱାମୀର ବଶୀଭୂତା ହେଉନ୍ତୁ।
Odia IRV 2017 (ଓଡିଆ ବାଇବେଲ)
ହଁ, ମଣ୍ଡଳୀ ଯେପରି ଖ୍ରୀଷ୍ଟଙ୍କର ବଶୀଭୂତ, ସେହିପରି ସ୍ତ୍ରୀମାନେ ମଧ୍ୟ ସବୁ ବିଷୟରେ ଆପଣା ଆପଣା ସ୍ୱାମୀର ବସୀଭୂତା ହେଉନ୍ତୁ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ದೆವಾಚ್ಯಾ ಲೊಕಾಂಚೊ ತಾಂಡೊ ಕ್ರಿಸ್ತಾಚ್ಯಾ ಖಾಲ್ತಿ ಹೊವ್ನ್ ಹಾಯ್, ಹ್ಯೊ ನೆಮ್ ಬಾಯ್ಕೊ ಮಾನ್ಸಾಕ್ನಿ ದಿವ್ನ್ ಹೊತಾ ಹರ್ ಎಕ್ ವಿಶಯಾತ್ಬಿ ಬಾಯ್ಕೊ ಅಪ್ಲ್ಯಾ ಘವಾಕ್ ಮಾನುನ್ ಘೆವ್ನ್ ರ್‍ಹಾವ್ಚಿ.