Ephesians 5:25 — Compare Translations

7 translations compared side by side

Odia - 1840
"ହେ ପତିଗଣ! ଖ୍ରୀଷ୍ଟ ଯେପରି ମଣ୍ଡଳୀକୁ ପ୍ ରମେ କରି ତା' ପାଇଁ ନିଜ ଜୀବନକୁ ଉତ୍ସର୍ଗ କରିଅଛନ୍ତି, ତୁମ୍ଭମାନେେ ମଧ୍ଯ ସହେିପରି ନିଜ ନିଜର ପତ୍ନୀମାନଙ୍କୁ ପ୍ ରମେ କର।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ହେ ସ୍ଵାମୀମାନେ, ଖ୍ରୀଷ୍ଟ ଯେପରି ମଣ୍ତଳୀକି ପ୍ରେମ କଲେ, ତୁମ୍ଭେମାନେ ମଧ୍ୟ ସେହିପରି ଆପଣା ଆପଣା ସ୍ତ୍ରୀମାନଙ୍କୁ ପ୍ରେମ କର, ସେ ତ ତାହା ନିମନ୍ତେ ଆପଣାକୁ ଉତ୍ସର୍ଗ କଲେ;
Odia BSI (ପବିତ୍ର ବାଇବଲ (CL) NT (BSI))
ସ୍ୱାମୀମାନେ, ଖ୍ରୀଷ୍ଟ ଯେପରି ମଣ୍ଡଳୀକୁ ପ୍ରେମ କରି, ତା’ ପାଇଁ ନିଜର ପ୍ରାଣ ଦେଲେ, ତୁମ୍ଭେମାନେ ଠିକ୍ ସେହିପରି ନିଜ ନିଜ ସ୍ତ୍ରୀକୁ ପ୍ରେମ କର।
Odia Bible ERV 2004 (ପବିତ୍ର ବାଇବଲ)
ହେ ପତିଗଣ! ଖ୍ରୀଷ୍ଟ ଯେପରି ମଣ୍ଡଳୀକୁ ପ୍ରେମ କରି ତା’ ପାଇଁ ନିଜ ଜୀବନକୁ ଉତ୍ସର୍ଗ କରିଅଛନ୍ତି, ତୁମ୍ଭେମାନେ ମଧ୍ୟ ସେହିପରି ନିଜ ନିଜର ପତ୍ନୀମାନଙ୍କୁ ପ୍ରେମ କର।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ହେ ସ୍ୱାମୀମାନେ, ଖ୍ରୀଷ୍ଟ ଯେପରି ମଣ୍ଡଳୀକୁ ପ୍ରେମ କଲେ, ତୁମ୍ଭେମାନେ ମଧ୍ୟ ସେହିପରି ଆପଣା ଆପଣା ସ୍ତ୍ରୀମାନଙ୍କୁ ପ୍ରେମ କର; ଖ୍ରୀଷ୍ଟ ତ ମଣ୍ଡଳୀ ନିମନ୍ତେ ଆପଣାକୁ ଉତ୍ସର୍ଗ କଲେ,
Odia IRV 2017 (ଓଡିଆ ବାଇବେଲ)
ହେ ସ୍ୱାମୀମାନେ, ଖ୍ରୀଷ୍ଟ ଯେପରି ମଣ୍ଡଳୀକୁ ପ୍ରେମ କଲେ, ତୁମ୍ଭେମାନେ ମଧ୍ୟ ସେହିପରି ଆପଣା ଆପଣା ସ୍ତ୍ରୀମାନଙ୍କୁ ପ୍ରେମ କର; ସେ ତ ତାହା ନିମନ୍ତେ ଆପଣାକୁ ଉତ୍ସର୍ଗ କଲେ,
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ಘವಾನು ಅಪ್ಲ್ಯಾ ಅಪ್ಲ್ಯಾ ಬಾಯ್ಕಾಂಚೊ ಪ್ರೆಮ್ ಕರಾ, ಕಸೊ ಕ್ರಿಸ್ತಾನ್ ದೆವಾಚ್ಯಾ ಲೊಕಾಂಚ್ಯಾ ತಾಂಡ್ಯಾಕ್ ಪ್ರೆಮ್ ಕರುನ್ ತೆಚ್ಯಾ ಸಾಟ್ನಿ ಅಪ್ನಾಕುಚ್ ಒಪ್ಸುನ್ ದಿಲ್ಲ್ಯಾ ಸಾರ್ಕೆ ತುಮಿ ಬಿ ತುಮ್ಚ್ಯಾ ಬಾಯ್ಕೊಕ್ ಪ್ರೆಮ್ ಕರುಚೆ.