Ephesians 5:26 — Compare Translations
7 translations compared side by side
Odia - 1840
"ମଣ୍ଡଳୀକୁ ପବିତ୍ର କରିବା ଲାଗି ଯୀଶୁ ଖ୍ରୀଷ୍ଟ ମୃତ୍ଯୁ ବରଣ କରିଥିଲେ। ଯେପରି ସୁସାମାଚାରର ବାକ୍ଯ ଓ ଜଳ ଦ୍ବାରା ଧେ ୗତ କରି ସଫା କରିବା ପରେ ସେ ପରମେଶ୍ବରଙ୍କ କାର୍ୟ୍ଯ ମାଧ୍ଯମ ରେ ସେ ମଣ୍ଡଳୀକୁ ଶୁଚି ପବିତ୍ର କରିପାରନ୍ତି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଯେପରି ବାକ୍ୟ ଓ ଜଳ ପ୍ରକ୍ଷାଳନ ଦ୍ଵାରା ସେ ତାହାକୁ ପରିଷ୍କାର କରି ପବିତ୍ର କରନ୍ତି,
Odia BSI (ପବିତ୍ର ବାଇବଲ (CL) NT (BSI))
ଖ୍ରୀଷ୍ଟ ମଣ୍ଡଳୀକୁ ଜଳରେ ପରିଷ୍କୃତ କରି ଈଶ୍ୱରଙ୍କ ଉଦ୍ଦେଶ୍ୟରେ ଉତ୍ସର୍ଗ କଲେ,
Odia Bible ERV 2004 (ପବିତ୍ର ବାଇବଲ)
ମଣ୍ଡଳୀକୁ ପବିତ୍ର କରିବା ଲାଗି ଯୀଶୁ ଖ୍ରୀଷ୍ଟ ମୃତ୍ୟୁ ବରଣ କରିଥିଲେ। ଯେପରି ସୁସାମାଗ୍ଭରର ବାକ୍ୟ ଓ ଜଳ ଦ୍ୱାରା ଧୌତ କରି ସଫା କରିବା ପରେ ସେ ପରମେଶ୍ୱରଙ୍କ କାର୍ଯ୍ୟ ମାଧ୍ୟମରେ ସେ ମଣ୍ଡଳୀକୁ ଶୁଚି ପବିତ୍ର କରି ପାରନ୍ତି।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଯେପରି ବାକ୍ୟ ଓ ଜଳ ପ୍ରକ୍ଷାଳନ ଦ୍ୱାରା ସେ ମଣ୍ଡଳୀକୁ ପରିଷ୍କାର କରି ପବିତ୍ର କରନ୍ତି,
Odia IRV 2017 (ଓଡିଆ ବାଇବେଲ)
ଯେପରି ବାକ୍ୟ ଓ ଜଳ ପ୍ରକ୍ଷାଳନ ଦ୍ୱାରା ସେ ତାହାକୁ ପରିଷ୍କାର କରି ପବିତ୍ର କରନ୍ତି,
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ದೆವಾಚ್ಯಾ ಲೊಕಾಂಚೊ ತಾಂಡೊ ಪವಿತ್ರ್ ಕರುಚೆ ಮನುನ್ ಕ್ರಿಸ್ತಾನ್ ಅಪ್ಲೊ ಜಿವ್ ದಿಲ್ಯಾನ್, ಬರಿ ಖಬರ್ ಮನ್ತಲ್ಯಾ ಪಾನಿಯಾನ್ ಧುವ್ನ್ ತೆನಿ ಪವಿತ್ರ್ ಕರ್ಲ್ಯಾನ್.