Ephesians 5:27 — Compare Translations
7 translations compared side by side
Odia - 1840
"ଯେପରି ସମ୍ପୂର୍ଣ୍ଣ ମହିମା(ସୌନ୍ଦର୍ୟ୍ଯ)ର ସହିତ ମଣ୍ଡଳୀକୁ ନିଜଠା ରେ ତାହାଙ୍କ କନ୍ଯା ରୂପେ ଉପସ୍ଥାପିତ କରାଇପାରନ୍ତି, ଏଥିନିମନ୍ତେ ଖ୍ରୀଷ୍ଟ ମୃତ୍ଯୁ ଭୋଗ କଲେ। ମଣ୍ଡଳୀ ମଧିଅରେ ଯେପରି କୌଣସି ମନ୍ଦ କର୍ମ, ପାପ କି ଭୁଲ କାର୍ୟ୍ଯ ଦଖାେ ନ ଯାଏ, ମାତ୍ର ତହା ପବିତ୍ର, ନିଖୁଣ ଓ ନିନ୍ଦାଶୂନ୍ଯ ହାଇପୋ ରେ, ଏଥିପାଇଁ ସେ ଆପଣାର ପ୍ରାଣ ଦେଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଯେପରି ମଣ୍ତଳୀ ନିଷ୍କଳଙ୍କ, ନିଖୁନ୍ତ ଓ ସମସ୍ତ ପ୍ରକାର ଦୋଷରହିତ ହୋଇ ପବିତ୍ର ଓ ଅନିନ୍ଦନୀୟ ହୁଏ, ଆଉ ଏହିପରି ଗୌରବମୟ ଅବସ୍ଥାରେ ସେ ତାହାକୁ ଆପଣା ନିକଟରେ ଉପସ୍ଥିତ କରନ୍ତି ।
Odia BSI (ପବିତ୍ର ବାଇବଲ (CL) NT (BSI))
ପୁଣି ତାକୁ ପବିତ୍ର, ନିର୍ଦ୍ଦୋଷ, ନିଷ୍କଳଙ୍କ ଓ ସର୍ବାଙ୍ଗ ସୁନ୍ଦର କରି ନିଜେ ଗ୍ରହଣ କଲେ।
Odia Bible ERV 2004 (ପବିତ୍ର ବାଇବଲ)
ଯେପରି ସମ୍ପୂର୍ଣ୍ଣ ମହିମା (ସୌନ୍ଦର୍ଯ୍ୟ)ର ସହିତ ମଣ୍ଡଳୀକୁ ନିଜଠାରେ ତାହାଙ୍କ କନ୍ୟା ରୂପେ ଉପସ୍ଥାପିତ କରାଇପାରନ୍ତି, ଏଥିନିମନ୍ତେ ଖ୍ରୀଷ୍ଟ ମୃତ୍ୟୁ ଭୋଗ କଲେ। ମଣ୍ଡଳୀ ମଧ୍ୟରେ ଯେପରି କୌଣସି ମନ୍ଦ କର୍ମ, ପାପ କି ଭୁଲ୍ କାର୍ଯ୍ୟ ଦେଖା ନ ଯାଏ, ମାତ୍ର ତହା ପବିତ୍ର, ନିଖୁଣ ଓ ନିନ୍ଦାଶୂନ୍ୟ ହୋଇପାରେ, ଏଥିପାଇଁ ସେ ଆପଣାର ପ୍ରାଣ ଦେଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଯେପରି ମଣ୍ଡଳୀ ନିଷ୍କଳଙ୍କ, ନିଖୁନ୍ତ ଓ ସମସ୍ତ ପ୍ରକାର ଦୋଷରହିତ ହୋଇ ପବିତ୍ର ଓ ଅନିନ୍ଦନୀୟ ହୁଏ, ଆଉ ଏହିପରି ଗୌରବମୟ ଅବସ୍ଥାରେ ସେ ତାହାକୁ ଆପଣା ନିକଟରେ ଉପସ୍ଥିତ କରନ୍ତି।
Odia IRV 2017 (ଓଡିଆ ବାଇବେଲ)
ଯେପରି ମଣ୍ଡଳୀ ନିଷ୍କଳଙ୍କ, ନିଖୁନ୍ତ ଓ ସମସ୍ତ ପ୍ରକାର ଦୋଷରହିତ ହୋଇ ପବିତ୍ର ଓ ଅନିନ୍ଦନୀୟ ହୁଏ, ଆଉ ସେହିପରି ଗୌରବମୟ ଅବସ୍ଥାରେ ସେ ତାହାକୁ ଆପଣା ନିକଟରେ ଉପସ୍ଥିତ କରନ୍ତି ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ಮಹಿಮೆನ್ ಭರಲ್ಲೆ ನಿಂಬೆಚೆಡು ಸಾರ್ಕೆ ಹೊತ್ತ್ಯಾ ದೆವಾಚ್ಯಾ ಲೊಕಾಂಚ್ಯಾ ತಾಂಡ್ಯಾಕ್ ಅಪ್ನಾಕ್ ದಿವ್ಚೆ ಮನುನ್ ತೆನಿ ಅಪ್ಲೊ ಜಿವ್ ದಿಲ್ಯಾನ್, ತಾಂಡೊ ದೊಶ್ ನಸ್ತಾನಾ ಪವಿತ್ರ್ ಹೊವ್ನ್ ರ್ಹಾವ್ಚೆ ಮನುನ್ ಅನಿ ಬುರ್ಶ್ಯೆಪಾನ್ ಹೊಂವ್ದಿ ಚುಕ್ ಹೊಂವ್ದಿ ತಾಂಡ್ಯಾತ್ ರಾವ್ ನ್ಹಯ್ ಮನುನ್ ತೆನಿ ಅಪ್ಲೊ ಜಿವ್ ದಿಲ್ಯಾನ್.