Ephesians 5:29 — Compare Translations

7 translations compared side by side

Odia - 1840
"କୌଣସି ଲୋକ ନିଜ ଶରୀରକୁ କବେେ ହେଲେ ଘୃଣା କରେ ନାହିଁ। ପ୍ରେତ୍ୟକକ ଲୋକ ନିଜର ଶରୀର ପାଇଁ ଖାଦ୍ୟ ଖାଏ ଓ ଶରୀରର ଯତ୍ନ ନିଏ। ଠିକ୍ ଏହି କଥା ଖ୍ରୀଷ୍ଟ ମଣ୍ଡଳୀ ପାଇଁ ମଧ୍ଯ କରନ୍ତି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
କେହି ତ ଆପଣା ଶରୀରକୁ କେବେ ଘୃଣା କରେ ନାହିଁ, ମାତ୍ର ତାହାର ଭରଣପୋଷଣ ଓ ଲାଳନପାଳନ କରେ, ଖ୍ରୀଷ୍ଟ ମଧ୍ୟ ମଣ୍ତଳୀ ପ୍ରତି ସେହିପରି କରନ୍ତି,
Odia BSI (ପବିତ୍ର ବାଇବଲ (CL) NT (BSI))
(କେହି କେବେ ଆପଣା ଶରୀରକୁ ଘୃଣା କରେ ନାହିଁ। ବରଂ ଶରୀରର ଭରଣ ପୋଷଣ କରେ ଓ ତାହାର ଯତ୍ନ ନିଏ - ଖ୍ରୀଷ୍ଟ ଯେପରି ମଣ୍ଡଳୀର ଯତ୍ନ ନିଅନ୍ତି,
Odia Bible ERV 2004 (ପବିତ୍ର ବାଇବଲ)
କୌଣସି ଲୋକ ନିଜ ଶରୀରକୁ କେବେ ହେଲେ ଘୃଣା କରେ ନାହିଁ। ପ୍ରତ୍ୟେକ ଲୋକ ନିଜର ଶରୀର ପାଇଁ ଖାଦ୍ୟ ଖାଏ ଓ ଶରୀରର ଯତ୍ନ ନିଏ। ଠିକ୍ ଏହି କଥା ଖ୍ରୀଷ୍ଟ ମଣ୍ଡଳୀ ପାଇଁ ମଧ୍ୟ କରନ୍ତି।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
କେହି ତ ଆପଣା ଶରୀରକୁ କେବେ ଘୃଣା କରେ ନାହିଁ, ମାତ୍ର ତାହାର ଭରଣପୋଷଣ ଓ ଲାଳନପାଳନ କରେ; ଖ୍ରୀଷ୍ଟ ମଧ୍ୟ ମଣ୍ଡଳୀ ପ୍ରତି ସେହିପରି କରନ୍ତି,
Odia IRV 2017 (ଓଡିଆ ବାଇବେଲ)
କେହି ତ ଆପଣା ଶରୀରକୁ କେବେ ଘୃଣା କରେ ନାହିଁ, ମାତ୍ର ତାହାର ଭରଣପୋଷଣ ଓ ଲାଳନପାଳନ କରେ;
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ಕಶ್ಯಾಕ್ ಮಟ್ಲ್ಯಾರ್, ಕೊನ್‍ಬಿ ಅಪ್ಲ್ಯಾ ಸ್ವತಾಚ್ಯಾ ಆಂಗಾಕ್ ಕನ್ನಾಬಿ ಕುಸ್ಡೆ ಕರಿನಾ, ಹರ್ ಎಕ್ಲೊಬಿ ಅಪ್ಲ್ಯಾ ಆಂಗಾಕ್ ಬಾಳ್ಗುನ್ ಹುಶ್ಯಾರ್ಕಿನ್ ಬಗುನ್ ಘೆತಾ ಕ್ರಿಸ್ತ್ ಅಪ್ನಾಚ್ಯಾ ಲೊಕಾಂಚ್ಯಾಸಾಟ್ನಿ ಕರ್ತಲೆಬಿ ಹೆಚ್.