Ephesians 5:3 — Compare Translations
7 translations compared side by side
Odia - 1840
"ତୁମ୍ଭ ଭିତ ରେ କୌଣସି ୟୌନ-ପାପ, କୌଣସି ପ୍ରକାର ମନ୍ଦ କାମ, ଏବଂ ଲୋଭ ଆଦୌ ନ ରହୁ। କାରଣ ଏଗୁଡ଼ିକ ପରମେଶ୍ବରଙ୍କ ପବିତ୍ର ଲୋକମାନଙ୍କ ନିମନ୍ତେ ଉପୟୁକ୍ତ ନୁହେଁ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
କିନ୍ତୁ ବ୍ୟଭିଚାର, ସମସ୍ତ ପ୍ରକାର ଅଶୁଚିତା କିମ୍ଵା ଲୋଭ, ଏହିସବୁ ନାମରେ ସୁଦ୍ଧା ତୁମ୍ଭମାନଙ୍କ ମଧ୍ୟରେ ସ୍ଥାନ ନ ପାଉ, ତାହା ସାଧୁମାନଙ୍କ ପକ୍ଷରେ ଅନୁଚିତ;
Odia BSI (ପବିତ୍ର ବାଇବଲ (CL) NT (BSI))
ଈଶ୍ୱରଙ୍କ ଲୋକ ଥିବାରୁ ତୁମ୍ଭମାନଙ୍କ ମଧ୍ୟରେ ବ୍ୟଭିଚାର, ଅଶୁଚିତା ବା ଲୋଲୁପତା ଲେଶମାତ୍ର ନ ରହୁ।
Odia Bible ERV 2004 (ପବିତ୍ର ବାଇବଲ)
ତୁମ୍ଭ ଭିତରେ କୌଣସି ଯୌନ-ପାପ, କୌଣସି ପ୍ରକାର ମନ୍ଦ କାମ, ଏବଂ ଲୋଭ ଆଦୌ ନ ରହୁ। କାରଣ ଏଗୁଡ଼ିକ ପରମେଶ୍ୱରଙ୍କ ପବିତ୍ର ଲୋକମାନଙ୍କ ନିମନ୍ତେ ଉପଯୁକ୍ତ ନୁହେଁ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
କିନ୍ତୁ ବ୍ୟଭିଚାର, ସମସ୍ତ ପ୍ରକାର ଅଶୁଚିତା କିମ୍ବା ଲୋଭ, ଏହିସବୁ ତୁମ୍ଭମାନଙ୍କ ମଧ୍ୟରେ ସ୍ଥାନ ନ ପାଉ; ତାହା ସାଧୁମାନଙ୍କ ପକ୍ଷରେ ଅନୁଚିତ;
Odia IRV 2017 (ଓଡିଆ ବାଇବେଲ)
କିନ୍ତୁ ବ୍ୟଭିଚାର, ସମସ୍ତ ପ୍ରକାର ଅଶୁଚିତା କିମ୍ବା ଲୋଭ, ଏହି ସବୁ ତୁମ୍ଭମାନଙ୍କ ମଧ୍ୟରେ ସ୍ଥାନ ନ ପାଉ; ତାହା ସାଧୁମାନଙ୍କ ପକ୍ଷରେ ଅନୁଚିତ;
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ಖರೆ ತುಮ್ಚ್ಯಾ ಮದ್ದಿ ಲೈಂಗಿಕ್ ಪಾಪ್ ರ್ಹಾವ್ಚೆ ನ್ಹಯ್, ಕಸ್ಲ್ಯಾ ನಮುನ್ಯಾಚೆಬಿ ಬುರ್ಶೆಪಾನ್ ಹೊಂವ್ದಿ ಮೊಟೆಪಾನ್ ಹೊಂವ್ದಿ ರ್ಹಾವ್ಚೆ ನ್ಹಯ್, ಕಶ್ಯಾಕ್ ಮಟ್ಲ್ಯಾರ್, ತೆ ಸಗ್ಳೆ ದೆವಾಚ್ಯಾ ಪವಿತ್ರ್ ಲೊಕಾಕ್ನಿ ಬರೆ ದಿಸಿನಾ.
Recommended Reading