Ephesians 5:31 — Compare Translations

7 translations compared side by side

Odia - 1840
"ଶାସ୍ତ୍ର କୁ ହେ: ଅତଏବ ଜଣେ ମନୁଷ୍ଯ ନିଜ ପିତା ଓ ମାତାକୁ ଛାଡ଼ି ତା ପତ୍ନୀ ସହିତ ସଂଲଗ୍ନ ହୁଏ। ଓ ସେ ଦୁଇଜଣ ଏକ ହାଇେ ଯାଆନ୍ତି।283"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
“ଏହି କାରଣରୁ ପୁରୁଷ ପିତାମାତାଙ୍କୁ ପରିତ୍ୟାଗ କରି ନିଜ ସ୍ତ୍ରୀଠାରେ ଆସକ୍ତ ହେବ, ଆଉ ସେ ଦୁହେଁ ଏକାଙ୍ଗ ହେବେ ।”
Odia BSI (ପବିତ୍ର ବାଇବଲ (CL) NT (BSI))
ଧର୍ମଶାସ୍ତ୍ରରେ କୁହାଯାଇଥିବା ଅନୁଯାୟୀ: “ଏହି କାରଣରୁ ପୁରୁଷ ପିତାମାତାଙ୍କୁ ଛାଡ଼ି ଆପଣା ସ୍ତ୍ରୀ ସହିତ ସଂଯୁକ୍ତ ହେବ ଏବଂ ସେ ଦୁହେଁ ମିଶି ଏକ ହେବେ।”
Odia Bible ERV 2004 (ପବିତ୍ର ବାଇବଲ)
ଶାସ୍ତ୍ର କୁହେ: “ଅତଏବ ଜଣେ ମନୁଷ୍ୟ ନିଜ ପିତା ଓ ମାତାକୁ ଛାଡ଼ି ତା ପତ୍ନୀ ସହିତ ସଂଲଗ୍ନ ହୁଏ। ଓ ସେ ଦୁଇଜଣ ଏକ ହୋଇ ଯାଆନ୍ତି।”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଏହି କାରଣରୁ ପୁରୁଷ ପିତାମାତାଙ୍କୁ ପରିତ୍ୟାଗ କରି ନିଜ ସ୍ତ୍ରୀଠାରେ ଆସକ୍ତ ହେବ, ଆଉ ସେ ଦୁହେଁ ଏକାଙ୍ଗ ହେବେ।
Odia IRV 2017 (ଓଡିଆ ବାଇବେଲ)
ଏହି କାରଣରୁ ପୁରୁଷ ପିତାମାତାଙ୍କୁ ପରିତ୍ୟାଗ କରି ନିଜ ସ୍ତ୍ରୀ ଠାରେ ଆସକ୍ତ ହେବ, ଆଉ ସେ ଦୁହେଁ ଏକାଙ୍ଗ ହେବେ ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ಪವಿತ್ರ್ ಪುಸ್ತಕಾತ್ ಸಾಂಗಲ್ಲ್ಯಾ ಸಾರ್ಕೆ; “ಹ್ಯಾ ಕಾರನಾ ಸಾಟ್ನಿ ಘವ್ ಮಾನುಸ್ ಅಪ್ಲ್ಯಾ ಬಾಯ್ ಬಾಬಾಕ್ನಿ ಸೊಡುನ್ ಅಪ್ಲ್ಯಾ ಬಾಯ್ಕೊಕ್ಡೆ ಜಾವ್ನ್ ಮಿಳ್ತಾ, ಅನಿ ತೆನಿ ದೊಗಾಬಿ ಎಕುಚ್ ಆಂಗ್ ಹೊವ್ನ್ ರ್‍ಹಾತ್ಯಾತ್”.