Ephesians 5:32 — Compare Translations

7 translations compared side by side

Odia - 1840
"ଏହି ସତ୍ଯଟି ଅତି ମହତ୍ବପୂର୍ଣ୍ଣ। ଖ୍ରୀଷ୍ଟ ଓ ମଣ୍ଡଳୀ ବିଷୟ ରେ ମୁଁ ଏହା କହୁଅଛି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଏହା ଗୋଟିଏ ଅତି ନିଗୂଢ଼ ତତ୍ତ୍ଵ, କିନ୍ତୁ ମୁଁ ଖ୍ରୀଷ୍ଟ ଓ ମଣ୍ତଳୀ ସମ୍ଵନ୍ଧରେ ଏହା କହୁଅଛି ।
Odia BSI (ପବିତ୍ର ବାଇବଲ (CL) NT (BSI))
ଶାସ୍ତ୍ରର ଏହି ଅଂଶରେ ଏକ ନିଗୂଢ଼ ସତ୍ୟ ପ୍ରକାଶିତ ହୋଇଛି: ଏହା ଖ୍ରୀଷ୍ଟ ଓ ମଣ୍ଡଳୀ ପ୍ରତି ପ୍ରଯୁଜ୍ୟ ବୋଲି ମୁଁ ବୁଝିଛି।
Odia Bible ERV 2004 (ପବିତ୍ର ବାଇବଲ)
ଏହି ସତ୍ୟଟି ଅତି ମହତ୍ତ୍ୱପୂର୍ଣ୍ଣ। ଖ୍ରୀଷ୍ଟ ଓ ମଣ୍ଡଳୀ ବିଷୟରେ ମୁଁ ଏହା କହୁଅଛି।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଏହା ଗୋଟିଏ ଅତି ନିଗୂଢ଼ତତ୍ତ୍ୱ, କିନ୍ତୁ ମୁଁ ଖ୍ରୀଷ୍ଟ ଓ ମଣ୍ଡଳୀ ସମ୍ବନ୍ଧରେ ଏହା କହୁଅଛି।
Odia IRV 2017 (ଓଡିଆ ବାଇବେଲ)
ଏହା ଗୋଟିଏ ଅତି ନିଗୂଢ଼ତତ୍ତ୍ୱ, କିନ୍ତୁ ମୁଁ ଖ୍ରୀଷ୍ଟ ଓ ମଣ୍ଡଳୀ ସମ୍ବନ୍ଧରେ ଏହା କହୁଅଛି ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ಕ್ರಿಸ್ತಾಕ್ ಅನಿ ದೆವಾಚ್ಯಾ ಲೊಕಾಂಚ್ಯಾ ತಾಂಡ್ಯಾಕ್ ಹೊತ್ತ್ಯಾ ಸಮಂದಾಚ್ಯಾ ವಿಶಯಾತ್ ಮಿಯಾ ಬೊಲುಲ್ಲಾ ಗುಟ್ಟ್ ಹೊವ್ನ್ ಹೊತ್ತೆ ಹೆ ಖರೆ ಲೈ ಮುಖ್ಯ್ ಹಾಯ್.