Ephesians 5:33 — Compare Translations
7 translations compared side by side
Odia - 1840
"ଯାହା ହେଉନା କାହିଁକି, ତୁମ୍ଭ ଭିତରୁ ପ୍ରେତ୍ୟକକ ଜଣ ନିଜକୁ ଭଲ ପାଇଲା ଭଳି ନିଜ ପତ୍ନୀକୁ ଭଲ ପାଇବା ଉଚିତ ଓ ପ୍ରେତ୍ୟକକ ପତ୍ନୀ ନିଜର ପତିକୁ ସମ୍ମାନ କରିବା ଉଚିତ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଯାହା ହେଉ, ତୁମ୍ଭେମାନେ ପ୍ରତ୍ୟେକେ ମଧ୍ୟ ଆପଣା ଆପଣା ସ୍ତ୍ରୀକୁ ଆତ୍ମ ତୁଲ୍ୟ ପ୍ରେମ କର, ଆଉ ସ୍ତ୍ରୀ ମଧ୍ୟ ଆପଣା ସ୍ଵାମୀକି ଭକ୍ତି କରୁ ।
Odia BSI (ପବିତ୍ର ବାଇବଲ (CL) NT (BSI))
କିନ୍ତୁ ଏହା ତୁମ୍ଭମାନଙ୍କ ପ୍ରତି ମଧ୍ୟ ପ୍ରଯୁଜ୍ୟ। ପ୍ରତ୍ୟେକ ସ୍ୱାମୀ ସ୍ତ୍ରୀକୁ ଆତ୍ମତୁଲ୍ୟ ପ୍ରେମ କରୁ ଓ ପ୍ରତ୍ୟେକ ସ୍ତ୍ରୀ ନିଜ ସ୍ୱାମୀକୁ ସମ୍ମାନ କରୁ।
Odia Bible ERV 2004 (ପବିତ୍ର ବାଇବଲ)
ଯାହା ହେଉନା କାହିଁକି, ତୁମ୍ଭ ଭିତରୁ ପ୍ରତ୍ୟେକ ଜଣ ନିଜକୁ ଭଲ ପାଇଲା ଭଳି ନିଜ ପତ୍ନୀକୁ ଭଲ ପାଇବା ଉଚିତ୍ ଓ ପ୍ରତ୍ୟେକ ପତ୍ନୀ ନିଜର ପତିକୁ ସମ୍ମାନ କରିବା ଉଚିତ୍।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଯାହା ହେଉ, ତୁମ୍ଭେମାନେ ପ୍ରତ୍ୟେକେ ମଧ୍ୟ ଆପଣା ଆପଣା ସ୍ତ୍ରୀକୁ ଆତ୍ମତୁଲ୍ୟ ପ୍ରେମ କର, ଆଉ ସ୍ତ୍ରୀ ମଧ୍ୟ ଆପଣା ସ୍ୱାମୀକୁ ଆଦର କରୁ।
Odia IRV 2017 (ଓଡିଆ ବାଇବେଲ)
ଯାହା ହେଉ, ତୁମ୍ଭେମାନେ ପ୍ରତ୍ୟେକେ ମଧ୍ୟ ଆପଣା ଆପଣା ସ୍ତ୍ରୀକୁ ଆତ୍ମତୁଲ୍ୟ ପ୍ରେମ କର, ଆଉ ସ୍ତ୍ରୀ ମଧ୍ୟ ଆପଣା ସ୍ୱାମୀକୁ ଭକ୍ତି କରୁ ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ಹೆ ಸಗ್ಳೆ ತುಮ್ಕಾಬಿ ಲಾಗು ಹೊತಾ, ತುಮ್ಚ್ಯಾತ್ ಹರ್ ಎಕ್ ಘವ್ ಮಾನುಸ್ ಬಿ ಅಪ್ನಾಕ್ ಅಪ್ನಿ ಪ್ರೆಮ್ ಕರುನ್ ಘೆಟಲ್ಯಾ ಸಾರ್ಕೆ ಅಪ್ಲ್ಯಾ ಬಾಯ್ಕೊಕ್ಬಿ ಪ್ರೆಮ್ ಕರುಚೆ, ಅನಿ ಬಾಯ್ಕೊ ಅಪ್ಲ್ಯಾ ಘವಾಕ್ ಮಾನುನ್ ಘೆವ್ನ್ ಅನಿ ದೆವಸ್ಪಾನಾನ್ ಚಲುಚಿ.