Ephesians 5:4 — Compare Translations

7 translations compared side by side

Odia - 1840
"ତୁମ୍ଭ ଭିତ ରେ କୌଣସି ମନ୍ଦ କଥା, ମୂର୍ଖତାପୂର୍ଣ୍ଣ କଥାବାର୍ତ୍ତା ବା ଅସତ୍ ପରିହାସ ଯେପରି ନ ହୁଏ। ଏଗୁଡ଼ିକ ତୁମ୍ଭ ପାଇଁ ଅନୁଚିତ। କିନ୍ତୁ ତୁମ୍ଭେ ପରମେଶ୍ବରଙ୍କୁ ସର୍ବଦା ଧନ୍ଯବାଦ ଦେଉଥିବା ଉଚିତ୍।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ପୁଣି ଯାହା ଯାହା ଅନୁପଯୁକ୍ତ, ଏପରି କୁତ୍ସିତ ବ୍ୟବହାର ବା ଅସାର କଥା ବା ହାସ୍ୟପରିହାସ ତୁମ୍ଭମାନଙ୍କ ମଧ୍ୟରେ ନ ହେଉ, ବରଂ ଧନ୍ୟବାଦ ଦିଆଯାଉ ।
Odia BSI (ପବିତ୍ର ବାଇବଲ (CL) NT (BSI))
ତୁମ୍ଭମାନଙ୍କ ପକ୍ଷରେ ଅଶ୍ଲୀଳ ଭାଷା, କୁତ୍ସିତ ଗଳ୍ପ ବା ଅସାର କଥା ବ୍ୟବହାର କରିବା ମଧ୍ୟ ଉଚିତ୍ ନୁହେଁ। ବରଂ ତୁମ କଥାବାର୍ତ୍ତାରେ ଈଶ୍ୱରଙ୍କୁ ଧନ୍ୟବାଦ ଦେଉଥାଅ।
Odia Bible ERV 2004 (ପବିତ୍ର ବାଇବଲ)
ତୁମ୍ଭ ଭିତରେ କୌଣସି ମନ୍ଦ କଥା, ମୂର୍ଖତାପୂର୍ଣ୍ଣ କଥାବାର୍ତ୍ତା ବା ଅସତ୍ ପରିହାସ ଯେପରି ନ ହୁଏ। ଏଗୁଡ଼ିକ ତୁମ୍ଭ ପାଇଁ ଅନୁଚିତ୍। କିନ୍ତୁ ତୁମ୍ଭେ ପରମେଶ୍ୱରଙ୍କୁ ସର୍ବଦା ଧନ୍ୟବାଦ ଦେଉଥିବା ଉଚିତ୍।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ପୁଣି, ଯାହା ଯାହା ଅନୁପଯୁକ୍ତ, ଏପରି କୁତ୍ସିତ ବ୍ୟବହାର ବା ଅସାର କଥା ବା ହାସ୍ୟପରିହାସ ତୁମ୍ଭମାନଙ୍କ ମଧ୍ୟରେ ଦେଖା ନ ଯାଉ, ବରଂ ସମସ୍ତ ବିଷୟ ନିମନ୍ତେ ଧନ୍ୟବାଦ ଦିଅ।
Odia IRV 2017 (ଓଡିଆ ବାଇବେଲ)
ପୁଣି, ଯାହା ଯାହା ଅନୁପଯୁକ୍ତ, ଏପରି କୁତ୍ସିତ ବ୍ୟବହାର ବା ଅସାର କଥା ବା ହାସ୍ୟପରିହାସ ତୁମ୍ଭମାନଙ୍କ ମଧ୍ୟରେ ଦେଖା ନ ଯାଉ, ବରଂ ସମସ୍ତ ବିଷୟ ନିମନ୍ତେ ଧନ୍ୟବାଦ ଦିଅ ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ತವ್ಡೆ ನಸ್ತಾನಾ ತುಮ್ಚ್ಯಾ ಮದ್ದಿ ಬುರ್ಶಿ ಬೊಲ್ನಿ ರ್‍ಹಾತಲಿ ನಕ್ಕೊ ತುಮಿ ಪಿಶೆಪಾನಾನ್ ಬೊಲುನಕಾಸಿ, ಅನಿ ಬುರ್ಶಿ ಗೊಸ್ಟಿಯಾ ಸಾಂಗುನಕಾಸಿ ಹೆ ತುಮ್ಕಾ ಬರೆ ದಿಸಿನಾ, ಖರೆ ತುಮಿ ದೆವಾಕ್ ಧನ್ಯವಾದ್ ಮನ್ತಲೆ ಹೊವ್ನ್ ರ್‍ಹಾವ್ಚೆ.