Ephesians 5:6 — Compare Translations
7 translations compared side by side
Odia - 1840
"ମିଥ୍ଯାକଥା କହି କହେି ତୁମ୍ଭକୁ ପ୍ରତାରଣା ନ କରୁ। ଏ ବିଷୟ ରେ ସଚତନେ ରୁହ। ଯେଉଁମାନେ ଅବାଧ୍ଯ ହାଇେ ଏ ସମସ୍ତ ମନ୍ଦ କର୍ମ କରନ୍ତି, ସମାନଙ୍କେ ଉପରେ ପରମେଶ୍ବର କୋରଧାନ୍ବିତ ହୁଅନ୍ତି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
କେହି ତୁମ୍ଭମାନଙ୍କୁ ଅସାର କଥାରେ ନ ଭୁଲାଉ, କାରଣ ଏହି ସମସ୍ତ କୁକର୍ମ ହେତୁ ଅନାଜ୍ଞାବହ ସନ୍ତାନମାନଙ୍କ ଉପରେ ଈଶ୍ଵରଙ୍କ କ୍ରୋଧ ବର୍ତ୍ତେ ।
Odia BSI (ପବିତ୍ର ବାଇବଲ (CL) NT (BSI))
ନିରର୍ଥକ କଥା କହି କେହି ତୁମକୁ ପ୍ରତାରଣା ନ କରୁ। ଏ ସବୁ କୁକର୍ମ ଦ୍ୱାରା ଯେଉଁମାନେ ଈଶ୍ୱରଙ୍କ ଆଜ୍ଞା ଲଙ୍ଘନ କରନ୍ତି, ସେମାନଙ୍କ ପ୍ରତି ତାଙ୍କର କ୍ରୋଧ ପ୍ରଜ୍ଜ୍ୱଳିତ ହେବ।
Odia Bible ERV 2004 (ପବିତ୍ର ବାଇବଲ)
ମିଥ୍ୟାକଥା କହି କେହି ତୁମ୍ଭକୁ ପ୍ରତାରଣା ନ କରୁ। ଏ ବିଷୟରେ ସଚେତନ ରୁହ। ଯେଉଁମାନେ ଅବାଧ୍ୟ ହୋଇ ଏ ସମସ୍ତ ମନ୍ଦ କର୍ମ କରନ୍ତି, ସେମାନଙ୍କ ଉପରେ ପରମେଶ୍ୱର କ୍ରୋଧାନ୍ୱିତ ହୁଅନ୍ତି।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
କେହି ତୁମ୍ଭମାନଙ୍କୁ ଅସାର କଥାରେ ନ ଭୁଲାଉ, କାରଣ ଏହି ସମସ୍ତ କୁକର୍ମ ହେତୁ ଅନାଜ୍ଞାବହ ସନ୍ତାନମାନଙ୍କ ଉପରେ ଈଶ୍ବରଙ୍କ କ୍ରୋଧ ବର୍ତ୍ତେ।
Odia IRV 2017 (ଓଡିଆ ବାଇବେଲ)
କେହି ତୁମ୍ଭମାନଙ୍କୁ ଅସାର କଥାରେ ନ ଭୁଲାଉ, କାରଣ ଏହି ସମସ୍ତ କୁକର୍ମ ହେତୁ ଅନାଜ୍ଞାବହ ସନ୍ତାନମାନଙ୍କ ଉପରେ ଈଶ୍ୱରଙ୍କ କ୍ରୋଧ ବର୍ତ୍ତେ ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ಝುಟಿ ಸಂಗ್ತಿಯಾ ಸಾಂಗುನ್ ತುಮ್ಕಾ ಪಸ್ವುಕ್ ಕೊನಾಕ್ಬಿ ಅವಕಾಸ್ ದಿವ್ ನಕಾಸಿ ತ್ಯಾ ಬುರ್ಶ್ಯಾ ಸಂಗ್ತಿಯಾಂಚ್ಯಾ ಸಾಟ್ನಿ ದೆವಾಚೊ ರಾಗ್ ತೆಜಿ ಗೊಸ್ಟ್ ಅಯ್ಕಿನಸಲ್ಯಾ ಲೊಕಾಂಚ್ಯಾ ವೈರ್ ಯೆತಾ.