Ephesians 5:7 — Compare Translations

7 translations compared side by side

Odia - 1840
"ଅତଏବ ତୁମ୍ଭେ ମଧ୍ଯ ଏଭଳି ମନ୍ଦ କର୍ମ ସହେି ଅବଜ୍ଞାକାରୀଙ୍କ ସହିତ କର ନାହିଁ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଅତଏବ, ତୁମ୍ଭେମାନେ ସେମାନଙ୍କର ସହଭାଗୀ ହୁଅ ନାହିଁ,
Odia BSI (ପବିତ୍ର ବାଇବଲ (CL) NT (BSI))
ଏହିପରି ଲୋକମାନଙ୍କ ସହିତ କୌଣସି ସମ୍ପର୍କ ରଖ ନାହିଁ।
Odia Bible ERV 2004 (ପବିତ୍ର ବାଇବଲ)
ଅତଏବ ତୁମ୍ଭେ ମଧ୍ୟ ଏଭଳି ମନ୍ଦ କର୍ମ ସେହି ଅବଜ୍ଞାକାରୀଙ୍କ ସହିତ କର ନାହିଁ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଅତଏବ ତୁମ୍ଭେମାନେ ସେମାନଙ୍କର ସହଭାଗୀ ହୁଅ ନାହିଁ;
Odia IRV 2017 (ଓଡିଆ ବାଇବେଲ)
ଅତଏବ ତୁମ୍ଭେମାନେ ସେମାନଙ୍କର ସହଭାଗୀ ହୁଅ ନାହିଁ;
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ತಸೆ ಹೊವ್ನ್, ತುಮಿ ತಸ್ಲ್ಯಾಂಚೆ ವಾಂಗ್ಡಿಯಾ ಹೊವ್ ನಕಾಸಿ.