Ephesians 5:8 — Compare Translations

7 translations compared side by side

Odia - 1840
"ଅତୀତ ରେ ତୁମ୍ଭେ ଅନ୍ଧକାର ରେ ଥିଲ, କିନ୍ତୁ ଏବେ ତୁମ୍ଭେ ପ୍ରଭୁଙ୍କଠା ରେ ଆଲୋକରେ ଅଛ। ଅତଏବ ଆଲୋକର ସନ୍ତାନମାନଙ୍କ ଭଳି ଆଚରଣ କର।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
କାରଣ ତୁମ୍ଭେମାନେ ପୂର୍ବେ ଅନ୍ଧକାର ଥିଲ, କିନ୍ତୁ ଏବେ ପ୍ରଭୁଙ୍କ ସହଭାଗିତାରେ ଆଲୋକ ହୋଇଅଛ; ଆଲୋକର ସନ୍ତାନମାନଙ୍କ ପରି ଆଚରଣ କର,
Odia BSI (ପବିତ୍ର ବାଇବଲ (CL) NT (BSI))
ତୁମ୍ଭେମାନେ ନିଜେ ଦିନେ ଅନ୍ଧକାରରେ ଥିଲ। କିନ୍ତୁ ବର୍ତ୍ତମାନ ପ୍ରଭୁଙ୍କ ଲୋକ ହୋଇଥିବାରୁ ତୁମ୍ଭେମାନେ ଆଲୋକରେ ରହିଛ। ତେଣୁ ତୁମ୍ଭେମାନେ ଆଲୋକର ସନ୍ତାନମାନଙ୍କ ପରି ଆଚରଣ କର।
Odia Bible ERV 2004 (ପବିତ୍ର ବାଇବଲ)
ଅତୀତରେ ତୁମ୍ଭେ ଅନ୍ଧକାରରେ ଥିଲ, କିନ୍ତୁ ଏବେ ତୁମ୍ଭେ ପ୍ରଭୁଙ୍କଠାରେ ଆଲୋକରେ ଅଛ। ଅତଏବ ଆଲୋକର ସନ୍ତାନମାନଙ୍କ ଭଳି ଆଚରଣ କର।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
କାରଣ ତୁମ୍ଭେମାନେ ପୂର୍ବେ ଅନ୍ଧକାର ସ୍ୱରୂପ ଥିଲ, କିନ୍ତୁ ଏବେ ପ୍ରଭୁଙ୍କ ସହଭାଗିତାରେ ଆଲୋକ ସ୍ୱରୂପ ହୋଇଅଛ; ଆଲୋକର ସନ୍ତାନମାନଙ୍କ ପରି ଆଚରଣ କର,
Odia IRV 2017 (ଓଡିଆ ବାଇବେଲ)
କାରଣ ତୁମ୍ଭେମାନେ ପୂର୍ବେ ଅନ୍ଧକାର ସ୍ଵରୂପ ଥିଲ, କିନ୍ତୁ ଏବେ ପ୍ରଭୁଙ୍କ ସହଭାଗିତାରେ ଆଲୋକ ସ୍ଵରୂପ ହୋଇଅଛ; ଆଲୋକର ସନ୍ତାନମାନଙ୍କ ପରି ଆଚରଣ କର,
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ತಸೆ ಹೊವ್ನ್, ಉಜ್ವೊಡಾಚೊ ಫಳ್ ಬರೆಪಾನ್ ಕರ್ತಲ್ಯಾತ್, ನಿಯತ್ತಿನ್ ರಾತಲ್ಯಾತ್ ಅನಿ ಖರೆಪಾನಾತ್ ದಿಸುನ್ ಯೆತಾ.