Ephesians 5:9 — Compare Translations

7 translations compared side by side

Odia - 1840
"ଆଲୋକ ପ୍ରେତ୍ୟକକ ପ୍ରକାରର ଉତ୍ତମ ଭାବ, ଉଚିତ ଜୀବନଯାପନ ଓ ସତ୍ଯ ଫଳ ଉତ୍ପନ୍ନ କରେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
(କାରଣ ସମସ୍ତ ପ୍ରକାର ଉତ୍ତମତା, ଧାର୍ମିକତା ଓ ସତ୍ୟ ଆଲୋକର ଫଳ ସ୍ଵରୂପ),
Odia BSI (ପବିତ୍ର ବାଇବଲ (CL) NT (BSI))
କାରଣ, ଆଲୋକ ହିଁ ସବୁ ପ୍ରକାର ସଦ୍ଗୁଣ, ଧାର୍ମିକତା ଓ ସତ୍ୟରୂପ ଫଳ ଉତ୍ପନ୍ନ କରେ।
Odia Bible ERV 2004 (ପବିତ୍ର ବାଇବଲ)
ଆଲୋକ ପ୍ରତ୍ୟେକ ପ୍ରକାରର ଉତ୍ତମ ଭାବ, ଉଚିତ୍ ଜୀବନଯାପନ ଓ ସତ୍ୟ ଫଳ ଉତ୍ପନ୍ନ କରେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
(କାରଣ ସମସ୍ତ ପ୍ରକାର ଉତ୍ତମତା, ଧାର୍ମିକତା ଓ ସତ୍ୟ ଆଲୋକର ଫଳ ସ୍ୱରୂପ),
Odia IRV 2017 (ଓଡିଆ ବାଇବେଲ)
(କାରଣ ସମସ୍ତ ପ୍ରକାର ଉତ୍ତମତା, ଧାର୍ମିକତା ଓ ସତ୍ୟ ଆଲୋକର ଫଳ ସ୍ଵରୂପ),
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ಅದ್ಲ್ಯಾ ಕಾಲಾತ್ ತುಮಿ ಮೊಟೊ ಕಾಳೊಕ್ ಹೊವ್ನ್ ಹೊತ್ತ್ಯಾಸಿ, ಅತ್ತಾ ತರಿ ತುಮಿ ಕ್ರಿಸ್ತಾತ್ ಪುರಾ ಉಜ್ವೊಡಾತ್ಲೆ,ಅನಿ ಪುನ್ವೆಚ್ಯಾ ಉಜ್ವೊಡಾ ಸಾರ್ಕೆ ಹೊವ್ನ್ ಹಾಸಿ, ತಸೆ ಹೊವ್ನ್ ಉಜ್ವಡಾಕ್ ಮಿಳಲ್ಲ್ಯಾ ಬರ್‍ಯಾ ಪೊರಾಂಚ್ಯಾ ಸಾರ್ಕೆ ಜಿವನ್ ಕರಾ.