Ephesians 6:1 — Compare Translations
7 translations compared side by side
Odia - 1840
"ହେ ସନ୍ତାନଗଣ! ପ୍ରଭୁଙ୍କ ଇଚ୍ଛାନୁସା ରେ ମାତା ପିତାଙ୍କ କଥାର ବାଧ୍ଯ ହୁଅ। କାରଣ ଏହି ପ୍ରକାର କରିବା ତୁମ୍ଭମାନଙ୍କର ଉଚିତ୍।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ହେ ପିଲାମାନେ, ପ୍ରଭୁଙ୍କ ସକାଶେ ଆପଣା ଆପଣା ପିତାମାତାଙ୍କର ଆଜ୍ଞାବହ ହୁଅ;
Odia BSI (ପବିତ୍ର ବାଇବଲ (CL) NT (BSI))
ପିଲାମାନେ, ପିତାମାତାଙ୍କର ବାଧ୍ୟ ହେବା ତୁମ୍ଭମାନଙ୍କର ଖ୍ରୀଷ୍ଟୀୟ କର୍ତ୍ତବ୍ୟ, କାରଣ ଏହା ହିଁ ଉପଯୁକ୍ତ ଆଚରଣ।
Odia Bible ERV 2004 (ପବିତ୍ର ବାଇବଲ)
ସନ୍ତାନ ଓ ପିତାମାତା ହେ ସନ୍ତାନଗଣ! ପ୍ରଭୁଙ୍କ ଇଚ୍ଛାନୁସାରେ ପିତା-ମାତାଙ୍କ କଥାର ବାଧ୍ୟ ହୁଅ। କାରଣ ଏହି ପ୍ରକାର କରିବା ତୁମ୍ଭମାନଙ୍କର ଉଚିତ୍।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ହେ ସନ୍ତାନମାନେ, ପ୍ରଭୁଙ୍କ ସକାଶେ ଆପଣା ଆପଣା ପିତାମାତାଙ୍କର ଆଜ୍ଞାବହ ହୁଅ;
Odia IRV 2017 (ଓଡିଆ ବାଇବେଲ)
ହେ ପିଲାମାନେ, ପ୍ରଭୁଙ୍କ ସକାଶେ ଆପଣା ଆପଣା ପିତାମାତାଙ୍କର ଆଜ୍ଞାବହ ହୁଅ;
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ಪೊರಾನು, ಧನಿಯಾಚ್ಯಾ ಇಚ್ಛ್ಯಾ ಸಾರ್ಕೆ ತುಮ್ಚ್ಯಾ ಬಾಯ್ ಬಾಬಾಕ್ನಿ ಖಾಲ್ತಿ ಹೊವ್ನ್ ರಾವಾ, ಹೆ ತುಮಿ ಕರ್ತಲೆ ಸಮಾ ಹಾಯ್.