Ephesians 6:10 — Compare Translations

7 translations compared side by side

Odia - 1840
"ଏହି ପତ୍ର ସମାପ୍ତ କଲା ସମୟରେ ମୁଁ କୁ ହେ, ପ୍ରଭୁଙ୍କଠା ରେ ଓ ତାହାଙ୍କର ମହାନ ଶକ୍ତି ରେ ବଳବାନ ହୁଅ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଶେଷ କଥା ଏହି, ପ୍ରଭୁଙ୍କଠାରୁ ଶକ୍ତି ପ୍ରାପ୍ତ ହୋଇ ତାହାଙ୍କ ପରାକ୍ରମରେ ବଳବାନ ହୁଅ ।
Odia BSI (ପବିତ୍ର ବାଇବଲ (CL) NT (BSI))
ପରିଶେଷରେ, ପ୍ରଭୁଙ୍କ ସହିତ ସଂଯୁକ୍ତ ହୋଇ ତାଙ୍କ ମହାଶକ୍ତିରେ ଶକ୍ତିମନ୍ତ ହୁଅ।
Odia Bible ERV 2004 (ପବିତ୍ର ବାଇବଲ)
ପରମେଶ୍ୱରଙ୍କ ଯୁଦ୍ଧସାଜ ପିନ୍ଧ ଏହି ପତ୍ର ସମାପ୍ତ କଲା ସମୟରେ ମୁଁ କୁହେ, ପ୍ରଭୁଙ୍କଠାରେ ଓ ତାହାଙ୍କର ମହାନ ଶକ୍ତିରେ ବଳବାନ ହୁଅ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଶେଷ କଥା ଏହି, ପ୍ରଭୁଙ୍କଠାରୁ ଶକ୍ତି ପ୍ରାପ୍ତ ହୋଇ ତାହାଙ୍କ ପରାକ୍ରମରେ ବଳବାନ ହୁଅ।
Odia IRV 2017 (ଓଡିଆ ବାଇବେଲ)
ଶେଷ କଥା ଏହି, ପ୍ରଭୁଙ୍କଠାରୁ ଶକ୍ତି ପ୍ରାପ୍ତ ହୋଇ ତାହାଙ୍କ ପରାକ୍ରମରେ ବଳବାନ ହୁଅ ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ಆಕ್ರಿಚಿ ಗೊಸ್ಟ್ ಕಾಯ್ ಮಟ್ಲ್ಯಾರ್, ಧನಿಯಾಕ್ಡೆ, ಅನಿ ತೆಚ್ಯಾ ಮೊಟ್ಯಾ ಬಳೆತ್ ಗಟ್ಟ್ ಹೊವಾ.