Ephesians 6:11 — Compare Translations
7 translations compared side by side
Odia - 1840
"ପରମେଶ୍ବରଙ୍କର ଆତ୍ମରକ୍ଷଣ ଅସ୍ତ୍ର ପିନ୍ଧ। ଏହା ପିନ୍ଧିବା ଦ୍ବାରା ତୁମ୍ଭେ ଶୟତାନର ମନ୍ଦ ଚତୁରତା ବିରୁଦ୍ଧ ରେ ସଂଘର୍ଷ କରି ପାରିବ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତୁମ୍ଭେମାନେ ଯେପରି ଶୟତାନର ସମସ୍ତ ଚାତୁରି ବିରୁଦ୍ଧରେ ଦଣ୍ତାୟମାନ ହୋଇ ପାର, ଏଥିନିମନ୍ତେ ଈଶ୍ଵରଦତ୍ତ ସମସ୍ତ ସଜ୍ଜାରେ ଆପଣା ଆପଣାକୁ ସୁସଜ୍ଜିତ କର ।
Odia BSI (ପବିତ୍ର ବାଇବଲ (CL) NT (BSI))
ଈଶ୍ୱରଦତ୍ତ ସମସ୍ତ ରଣସଜ୍ଜାରେ ସଜ୍ଜିତ ହୁଅ, ଯେପରି ଶୟତାନର କୁଚକ୍ରାନ୍ତରର ସମ୍ମୁଖୀନ ହେବା ପାଇଁ ସମର୍ଥ ହେବ।
Odia Bible ERV 2004 (ପବିତ୍ର ବାଇବଲ)
ପରମେଶ୍ୱରଙ୍କର ଆତ୍ମରକ୍ଷଣ ଅସ୍ତ୍ର ପିନ୍ଧ। ଏହା ପିନ୍ଧିବା ଦ୍ୱାରା ତୁମ୍ଭେ ଶୟତାନର ମନ୍ଦ ଚତୁରତା ବିରୁଦ୍ଧରେ ସଂଘର୍ଷ କରି ପାରିବ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତୁମ୍ଭେମାନେ ଯେପରି ଶୟତାନର ସମସ୍ତ ଚାତୁରି ବିରୁଦ୍ଧରେ ଦଣ୍ଡାୟମାନ ହୋଇପାର, ଏଥିନିମନ୍ତେ ଈଶ୍ବରଦତ୍ତ ସମସ୍ତ ସଜ୍ଜାରେ ଆପଣା ଆପଣାକୁ ସୁସଜ୍ଜିତ କର।
Odia IRV 2017 (ଓଡିଆ ବାଇବେଲ)
ତୁମ୍ଭେମାନେ ଯେପରି ଶୟତାନର ସମସ୍ତ ଚାତୁରି ବିରୁଦ୍ଧରେ ଦଣ୍ଡାୟମାନ ହୋଇ ପାର, ଏଥି ନିମନ୍ତେ ଈଶ୍ୱରଦତ୍ତ ସମସ୍ତ ସଜ୍ଜାରେ ଆପଣା ଆପଣାକୁ ସୁସଜ୍ଜିତ କର ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ದೆವಾಚಿ ಸಗ್ಳಿ ಹಾತಿಯಾರಾ ನೆಸುನ್ ಘೆವಾ, ತನ್ನಾ ಗಿರೊ ಕರ್ತಲ್ಯಾ ಕುತಂತ್ರಾಂಚ್ಯಾ ವಿರೊಧ್ ತುಮ್ಕಾ ಝಗ್ಡೊ ಕರುಕ್ ಹೊತಾ.