Ephesians 6:12 — Compare Translations

7 translations compared side by side

Odia - 1840
"ଆମ୍ଭର ସଂଘର୍ଷ ଏହି ପୃଥିବୀର ମନୁଷ୍ଯମାନଙ୍କ ବିରୁଦ୍ଧ ରେ ନୁହେଁ, ମାତ୍ର ପୃଥିବୀସ୍ଥ ଅନ୍ଧକାର ଶକ୍ତି, ପରାକ୍ରମୀ ଅଧିପତି ଓ ଶାସକମାନଙ୍କ ବିରୁଦ୍ଧ ରେ। ଆକାଶସ୍ଥ ଦୁଷ୍ଟାତ୍ମାମାନଙ୍କ ବିରୁଦ୍ଧ ରେ ଆମ୍ଭେ ସଂଘର୍ଷ କରୁଛୁ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
କାରଣ ଆମ୍ଭମାନଙ୍କ ଯୁଦ୍ଧ ମର୍ତ୍ତ୍ୟ ବିରୁଦ୍ଧରେ ନୁହେଁ, କିନ୍ତୁ ଆଧିପତ୍ୟ ବିରୁଦ୍ଧରେ, କର୍ତ୍ତାପଣ ବିରୁଦ୍ଧରେ, ଏହି ଅନ୍ଧକାରର ଜଗତ୍ପତିମାନଙ୍କ ବିରୁଦ୍ଧରେ, ପୁଣି ଆକାଶମଣ୍ତଳର ଦୁଷ୍ଟାତ୍ମାମାନଙ୍କ ବିରୁଦ୍ଧରେ;
Odia BSI (ପବିତ୍ର ବାଇବଲ (CL) NT (BSI))
କାରଣ ଆମ୍ଭେମାନେ ମର୍ତ୍ତ୍ୟବାସୀ ମନୁଷ୍ୟ ବିରୁଦ୍ଧରେ ଯୁଦ୍ଧ କରୁ ନାହୁଁ; ଆମେ ଶୂନ୍ୟମଣ୍ଡଳର ପୈଶାଚିକ ଶକ୍ତି ଏବଂ ଏହି ଅନ୍ଧକାର ଯୁଗର ଶାସକ, ଅଧିପତି ଓ ସମସ୍ତ ବିଶ୍ୱଶକ୍ତି ବିରୁଦ୍ଧରେ ଯୁଦ୍ଧ କରୁଛୁ।
Odia Bible ERV 2004 (ପବିତ୍ର ବାଇବଲ)
ଆମ୍ଭର ସଂଘର୍ଷ ଏହି ପୃଥିବୀର ମନୁଷ୍ୟମାନଙ୍କ ବିରୁଦ୍ଧରେ ନୁହେଁ, ମାତ୍ର ପୃଥିବୀସ୍ଥ ଅନ୍ଧକାର ଶକ୍ତି, ପରାକ୍ରମୀ ଅଧିପତି ଓ ଶାସକମାନଙ୍କ ବିରୁଦ୍ଧରେ। ଆକାଶସ୍ଥ ଦୁଷ୍ଟାତ୍ମାମାନଙ୍କ ବିରୁଦ୍ଧରେ ଆମ୍ଭେ ସଂଘର୍ଷ କରୁଛୁ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
କାରଣ ଆମ୍ଭମାନଙ୍କ ଯୁଦ୍ଧ ମର୍ତ୍ତ୍ୟ ବିରୁଦ୍ଧରେ ନୁହେଁ, କିନ୍ତୁ ଆଧିପତ୍ୟ ଓ କର୍ତ୍ତାପଣ ବିରୁଦ୍ଧରେ, ଏହି ଅନ୍ଧକାରର ଜଗତ୍ପତିମାନଙ୍କ ବିରୁଦ୍ଧରେ ପୁଣି, ଆକାଶମଣ୍ଡଳର ଦୁଷ୍ଟାତ୍ମାମାନଙ୍କ ବିରୁଦ୍ଧରେ;
Odia IRV 2017 (ଓଡିଆ ବାଇବେଲ)
କାରଣ ଆମ୍ଭମାନଙ୍କ ଯୁଦ୍ଧ ମର୍ତ୍ତ୍ୟ ବିରୁଦ୍ଧରେ ନୁହେଁ, କିନ୍ତୁ ଆଧିପତ୍ୟ ଓ କର୍ତ୍ତାପଣ ବିରୁଦ୍ଧରେ, ଏହି ଅନ୍ଧକାରର ଜଗତପତିମାନଙ୍କ ବିରୁଦ୍ଧରେ ପୁଣି, ଆକାଶମଣ୍ଡଳର ଦୁଷ୍ଟାତ୍ମାମାନଙ୍କ ବିରୁଦ୍ଧରେ;
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ಕಶ್ಯಾಕ್ ಮಟ್ಲ್ಯಾರ್, ಅಮ್ಚೊ ಝಗ್ಡೊ ಲೊಕಾಕ್ನಿ ವಿರೊದ್ ಹೊವ್ನ್ ನ್ಹಯ್ ಖರೆ ಅಮಿ ಕಾಳ್ಕಾತ್ಲ್ಯಾ ಅಧಿಕಾರ್‍ಯಾಕ್ನಿ, ಅಧಿಪತಿಕ್ನಿ ಅನಿ ಹ್ಯಾ ಜಗಾಚ್ಯಾ ಕಾಳ್ಕಾಚ್ಯಾ ಬಳಾಕ್ನಿಅನಿ ಮಳ್ಬಾಚ್ಯಾ ಬುರ್ಶ್ಯಾ ಆತ್ಮ್ಯಾಂಚ್ಯಾ ಬಳಾಂಚ್ಯಾಬಿ ವಿರೊಧ್ ಹೊವ್ನ್ ಝಗ್ಡೊ ಕರ್ತಾಂವ್.