Ephesians 6:14 — Compare Translations
7 translations compared side by side
Odia - 1840
"ଅତଏବ, ଅଣ୍ଟା ରେ ସତ୍ଯର କଟିବନ୍ଧ ବାନ୍ଧି, ବକ୍ଷ ରେ ଧାର୍ମିକ ଜୀବନର ସୁରକ୍ଷାୟୁକ୍ତ ବୁକୁପଟା ପିନ୍ଧ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଅତଏବ, ସତ୍ୟରୂପ କଟିବନ୍ଧନୀରେ କଟି ବାନ୍ଧି ଧାର୍ମିକତାରୂପ ଉରସ୍ତ୍ରାଣ ପରିଧାନ କର,
Odia BSI (ପବିତ୍ର ବାଇବଲ (CL) NT (BSI))
ତେଣୁ ସତ୍ୟରୂପ କଟିବନ୍ଧ, ଧାର୍ମିକତାର ଉରସ୍ତ୍ରାଣ ଓ
Odia Bible ERV 2004 (ପବିତ୍ର ବାଇବଲ)
ଅତଏବ, ଅଣ୍ଟାରେ ସତ୍ୟର କଟିବନ୍ଧ ବାନ୍ଧି, ବକ୍ଷରେ ଧାର୍ମିକ ଜୀବନର ସୁରକ୍ଷାଯୁକ୍ତ ବୁକୁପଟା ପିନ୍ଧ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଅତଏବ ସତ୍ୟରୂପ କଟିବନ୍ଧନୀରେ କଟି ବାନ୍ଧି ଧାର୍ମିକତା ରୂପ ଊରସ୍ତ୍ରାଣ ପରିଧାନ କର,
Odia IRV 2017 (ଓଡିଆ ବାଇବେଲ)
ଅତଏବ ସତ୍ୟରୂପ କଟିବନ୍ଧନୀରେ କଟି ବାନ୍ଧି ଧାର୍ମିକତା ରୂପ ଉରସ୍ତ୍ରାଣ ପରିଧାନ କର,
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ತಸೆ ಹೊವ್ನ್, ಖರೆ ಮನ್ತಲೊ ಕಂಬ್ರೆಚೊ ಪಟ್ಟೊ ಬಾಂದುನ್ ಘೆವ್ನ್ ನಿಯತ್ ಮನ್ತಲೊ ವಜ್ರಾಚೊ ಕವಚ್ ಚಾತಿಕ್ ಭಾಂದುನ್ ಘೆವ್ನ್,