Ephesians 6:16 — Compare Translations

7 translations compared side by side

Odia - 1840
"ଏହା ସହିତ ବିଶ୍ବାସର ଢ଼ାଲ ମଧ୍ଯ ବ୍ଯବହାର କର। ତାହାଦ୍ବାରା ତୁମ୍ଭେ ଶୟତାନର ସମସ୍ତ ଜ୍ବଳନ୍ତ ତୀରଗୁଡ଼ିକୁ ଅଟକାଇ ପାରିବ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ସେଥି ସଙ୍ଗେ ସଙ୍ଗେ, ଯଦ୍ଦ୍ଵାରା ପାପାତ୍ମାର ଅଗ୍ନିବାଣସବୁ ନିର୍ବାଣ କରିବାକୁ ସମର୍ଥ ହୁଅ, ସେହି ବିଶ୍ଵାସରୂପ ଢାଲ ଧର ।
Odia BSI (ପବିତ୍ର ବାଇବଲ (CL) NT (BSI))
ସର୍ବଦା, ବିଶ୍ୱାସର ଢ଼ାଲ ବହନ କର, ଏହା ସାହାଯ୍ୟରେ ଶୟତାନ ଦ୍ୱାରା ନିକ୍ଷିପ୍ତ ସମସ୍ତ ଅଗ୍ନିବାଣକୁ ନିର୍ବାପିତ କରିବାକୁ ତୁମ୍ଭେମାନେ ସମର୍ଥ ହେବ।
Odia Bible ERV 2004 (ପବିତ୍ର ବାଇବଲ)
ଏହା ସହିତ ବିଶ୍ୱାସର ଢାଲ ମଧ୍ୟ ବ୍ୟବହାର କର। ତାହାଦ୍ୱାରା ତୁମ୍ଭେ ଶୟତାନର ସମସ୍ତ ଜ୍ୱଳନ୍ତ ତୀରଗୁଡ଼ିକୁ ଅଟକାଇ ପାରିବ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଏବଂ ସେଥି ସଙ୍ଗେ ସଙ୍ଗେ, ଯଦ୍ବାରା ପାପାତ୍ମାର ଅଗ୍ନିବାଣ ସବୁ ନିର୍ବାଣ କରିବାକୁ ସମର୍ଥ ହୁଅ, ସେହି ବିଶ୍ୱାସରୂପ ଢ଼ାଲ ଧର।
Odia IRV 2017 (ଓଡିଆ ବାଇବେଲ)
ଯେପରି ପାପାତ୍ମାର ଅଗ୍ନିବାଣ ସବୁ ନିର୍ବାଣ କରିବାକୁ ସମର୍ଥ ହୁଅ, ସେହି ବିଶ୍ୱାସରୂପ ଢ଼ାଲ ଧାର ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ತೆಚ್ಯಾ ಮಾನಾ ವಿಶ್ವಾಸಾಚಿ ಢಾಲ್ ಧರುನ್ ಘೆವಾ, ನಾಸ್ ಕರ್ತಲ್ಯಾಕ್ನಾ ಯೆತಲಿ ಆಗಿಚಿ ಬಾನಾ ಆಡ್ವುಕ್ ತುಮ್ಕಾ ಹೆ ಮಜ್ಜತ್ ಕರ್ತಾ.