Ephesians 6:17 — Compare Translations
7 translations compared side by side
Odia - 1840
"ପରମେଶ୍ବର ଦତ୍ତ ପରିତ୍ରାଣକୁ ଶିରସ୍ତ୍ରାଣ ରୂପେ ପବିତ୍ର ଆତ୍ମାଙ୍କ ଖଡ୍ଗ ଗ୍ରହଣ କର, ସହେି ଖଡ୍ଗ ହେଉଛି ପରମେଶ୍ବରଙ୍କ ଉପଦେଶ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ପୁଣି, ପରିତ୍ରାଣରୂପ ଶିରସ୍ତ୍ରାଣ ପରିଧାନ କର ଓ ଆତ୍ମାଙ୍କ ଖଡ଼୍ଗ, ଅର୍ଥାତ୍ ଈଶ୍ଵରଙ୍କ ବାକ୍ୟ ଧାରଣ କର;
Odia BSI (ପବିତ୍ର ବାଇବଲ (CL) NT (BSI))
ପରିତ୍ରାଣରୂପୀ ଶିରସ୍ତ୍ରାଣ ଓ ପବିତ୍ରଆତ୍ମାଦତ୍ତ ଈଶ୍ୱରଙ୍କ ବାକ୍ୟରୂପ ଖଡ଼୍ଗ ଧାରଣ କର।
Odia Bible ERV 2004 (ପବିତ୍ର ବାଇବଲ)
ପରମେଶ୍ୱର ଦତ୍ତ ପରିତ୍ରାଣକୁ ଶିରସ୍ତ୍ରାଣ ରୂପେ ପବିତ୍ରଆତ୍ମାଙ୍କ ଖଡ଼୍ଗ ଗ୍ରହଣ କର, ସେହି ଖଡ଼୍ଗ ହେଉଛି ପରମେଶ୍ୱରଙ୍କ ଉପଦେଶ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ପୁଣି, ପରିତ୍ରାଣ ରୂପ ଶିରସ୍ତ୍ରାଣ ପରିଧାନ କର ଓ ଆତ୍ମାଙ୍କ ଖଡ୍ଗ, ଅର୍ଥାତ୍ ଈଶ୍ବରଙ୍କ ବାକ୍ୟ ଧାରଣ କର;
Odia IRV 2017 (ଓଡିଆ ବାଇବେଲ)
ପୁଣି, ପରିତ୍ରାଣ ରୂପ ଶିରସ୍ତ୍ରାଣ ପରିଧାବ କର ଓ ଆତ୍ମାଙ୍କ ଖଡ୍ଗ, ଅର୍ଥାତ୍ ଈଶ୍ୱରଙ୍କ ବାକ୍ୟ ଧାରଣ କର;
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ದೆವಾಚಿ ರಾಕ್ವನ್ ಟಕ್ಲ್ಯಾಕ್ ಕವಚ್ ಕರುನ್ ನೆಸುನ್ ಘೆವಾ, ಪವಿತ್ರ್ ಆತ್ಮೊ ದಿತಲೊ ದೆವಾಚಿ ಗೊಸ್ಟಿಯಾ ಮನ್ತಲೊ ಮೊಟೊ ಚಾಕು ಧರುನ್ ಘೆವಾ.