Ephesians 6:19 — Compare Translations

7 translations compared side by side

Odia - 1840
"ମାେ ପାଇଁ ମଧ୍ଯ ପ୍ରାର୍ଥନା କର। ମୁଁ ଯେପରି ନିର୍ଭୟ ହାଇେ, ସୁସମାଚାରର ନିଗୂଢ଼ ସତ୍ଯ ପ୍ରକାଶ କରିପା ରେ, ସେଥିନିମନ୍ତେ ପରମେଶ୍ବର ମାେତେ ତାହାଙ୍କର ବାକ୍ଯ ପ୍ରଦାନ କଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଆଉ, ମୋʼ ନିମନ୍ତେ ମଧ୍ୟ ପ୍ରାର୍ଥନା କର, ଯେପରି ସୁସମାଚାର ନିମନ୍ତେ ଶୃଙ୍ଖଳାବଦ୍ଧ ରାଜଦୂତ ସ୍ଵରୂପ ଯେ ମୁଁ, ମୋତେ ସେହି ସୁସମାଚାରର ନିଗୂଢ଼ତତ୍ତ୍ଵ ସାହସପୂର୍ବକ ଜଣାଇବାକୁ ପ୍ରଚାର କରିବା ସମୟରେ ବାକ୍ୟ ଦିଆଯିବ,
Odia BSI (ପବିତ୍ର ବାଇବଲ (CL) NT (BSI))
ମୋ’ ପାଇଁ ମଧ୍ୟ ପ୍ରାର୍ଥନା କର, ଯେପରି ସୁସମାଚାରର ନିଗୂଢ଼ ତତ୍ତ୍ୱ ଜଣାଇବାକୁ ଓ ନିର୍ଭୀକଭାବେ ତାହା ଘୋଷଣା କରିବାକୁ ଈଶ୍ୱର ମୋ’ ମୁଖରେ ଉପଯୁକ୍ତ ବାର୍ତ୍ତା ଦେବେ।
Odia Bible ERV 2004 (ପବିତ୍ର ବାଇବଲ)
ମୋ’ ପାଇଁ ମଧ୍ୟ ପ୍ରାର୍ଥନା କର। ମୁଁ ଯେପରି ନିର୍ଭୟ ହୋଇ, ସୁସମାଗ୍ଭରର ନିଗୂଢ଼ ସତ୍ୟ ପ୍ରକାଶ କରିପାରେ, ସେଥିନିମନ୍ତେ ପରମେଶ୍ୱର ମୋତେ ତାହାଙ୍କର ବାକ୍ୟ ପ୍ରଦାନ କଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଆଉ ମୋ ନିମନ୍ତେ ମଧ୍ୟ ପ୍ରାର୍ଥନା କର, ଯେପରି ସୁସମାଚାର ନିମନ୍ତେ ଜଞ୍ଜିରରେ ବନ୍ଧାହୋଇଥିବା ରାଜଦୂତ ସ୍ୱରୂପ ଯେ ମୁଁ, ମୋତେ ସେହି ସୁସମାଚାରର ନିଗୂଢ଼ତତ୍ତ୍ୱ ସାହସପୂର୍ବକ ଜଣାଇବାକୁ ବାକ୍ୟ ଦିଆଯିବ,
Odia IRV 2017 (ଓଡିଆ ବାଇବେଲ)
ଆଉ ମୋ ନିମନ୍ତେ ମଧ୍ୟ ପ୍ରାର୍ଥନା କର, ଯେପରି ସୁସମାଚାର ନିମନ୍ତେ ରାଜଦୂତ ସ୍ୱରୂପ ଯେ ମୁଁ, ମୋତେ ସେହି ସୁସମାଚାରର ନିଗୂଢ଼ତତ୍ତ୍ୱ ସାହସପୂର୍ବକ ଜଣାଇବାକୁ ବାକ୍ୟ ଦିଆଯିବ,
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ಅನಿ ಮಾಜ್ಯಾ ಸಾಟ್ನಿಬಿ ಮಾಗ್ನೆ ಕರಾ, ಮಿಯಾ ಬೊಲ್ತಾನಾ ಬರ್‍ಯಾ ಖಬ್ರಿಯಾಂಚ್ಯಾ ಗುಟ್ಟಾಚೆ ಖರೆಪಾನ್ ಬಿಂಯೆ ನಸ್ತಾನಾ ಕಳ್ವುಕ್ ಪಾಜೆ ಹೊಲ್ಲೆ ಬೊಲ್ನೆ ದೆವಾಕ್ನಾ ಮಾಕಾ ಗಾಯ್ ಸಾರ್ಕೆ ಮಾಗ್ನೆ ಕರಾ.