Ephesians 6:23 — Compare Translations

7 translations compared side by side

Odia - 1840
"ପ୍ରଭୁ ଯୀଶୁ ଖ୍ରୀଷ୍ଟ ଓ ପିତା ପରମେଶ୍ବରଙ୍କ ଦ୍ବାରା ଭାଇ ଓ ଭଉଣୀମାନଙ୍କୁ ଶାନ୍ତି, ପ୍ ରମେ ଓ ବିଶ୍ବାସ ପ୍ରାପ୍ତ ହେଉ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ପିତା ଈଶ୍ଵର ଓ ପ୍ରଭୁ ଯୀଶୁ ଖ୍ରୀଷ୍ଟଙ୍କଠାରୁ ଭାଇମାନଙ୍କ ପ୍ରତି ଶାନ୍ତି ଓ ବିଶ୍ଵାସ ସହିତ ପ୍ରେମ ବର୍ତ୍ତୁ ।
Odia BSI (ପବିତ୍ର ବାଇବଲ (CL) NT (BSI))
ପିତା ଈଶ୍ୱର ଓ ପ୍ରଭୁ ଯୀଶୁ ଖ୍ରୀଷ୍ଟ ବିଶ୍ୱାସୀ ଭାଇମାନଙ୍କୁ ଶାନ୍ତି, ପ୍ରେମ ଓ ବିଶ୍ୱାସ ପ୍ରଦାନ କରନ୍ତୁ।
Odia Bible ERV 2004 (ପବିତ୍ର ବାଇବଲ)
ପ୍ରଭୁ ଯୀଶୁ ଖ୍ରୀଷ୍ଟ ଓ ପିତା ପରମେଶ୍ୱରଙ୍କ ଦ୍ୱାରା ଭାଇ ଓ ଭଉଣୀମାନଙ୍କୁ ଶାନ୍ତି, ପ୍ରେମ ଓ ବିଶ୍ୱାସ ପ୍ରାପ୍ତ ହେଉ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ପିତା ଈଶ୍ବର ଓ ପ୍ରଭୁ ଯୀଶୁ ଖ୍ରୀଷ୍ଟଙ୍କଠାରୁ ଭାଇମାନଙ୍କ ପ୍ରତି ଶାନ୍ତି ଓ ବିଶ୍ୱାସ ସହିତ ପ୍ରେମ ବର୍ତ୍ତୁ।
Odia IRV 2017 (ଓଡିଆ ବାଇବେଲ)
ପିତା ଈଶ୍ୱର ଓ ପ୍ରଭୁ ଯୀଶୁ ଖ୍ରୀଷ୍ଟଙ୍କଠାରୁ ଭାଇମାନଙ୍କ ପ୍ରତି ଶାନ୍ତି ଓ ବିଶ୍ୱାସ ସହିତ ପ୍ରେମ ବର୍ତ୍ତୁ ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ವಿಶ್ವಾಸಾತ್ ಹೊತ್ತ್ಯಾ ಸಗ್ಳ್ಯಾ ಭಾವಾಕ್ನಿ ಅನಿ ಭೆನಿಯಾಕ್ನಿ ಬಾಬಾ ದೆವಾಕ್ನಾ ಅನಿ ಧನಿಯಾ ಜೆಜು ಕ್ರಿಸ್ತಾಕ್ನಾ ತುಮ್ಕಾ ಶಾಂತ್ಪಾನ್ ಅನಿ ವಿಶ್ವಾಸಾನ್ ಭರಲೆ ಪ್ರೆಮ್ ಗಾಂವ್ದಿ.