Ephesians 6:24 — Compare Translations
7 translations compared side by side
Odia - 1840
"ପ୍ରଭୁ ଯୀଶୁ ଖ୍ରୀଷ୍ଟଙ୍କଠା ରେ ଅଶଷେ ପ୍ ରମେ ଭାବ ରଖିଥିବା ତୁମ୍ଭ ସମସ୍ତଙ୍କୁ ପରମେଶ୍ବରଙ୍କ ଅନୁଗ୍ରହ ହେଉ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଯେତେ ଲୋକ ଆମ୍ଭମାନଙ୍କ ପ୍ରଭୁ ଯୀଶୁ ଖ୍ରୀଷ୍ଟଙ୍କୁ ଚିରନ୍ତନ ପ୍ରେମରେ ପ୍ରେମ କରନ୍ତି, ଅନୁଗ୍ରହ ସେସମସ୍ତଙ୍କ ସହବର୍ତ୍ତୀ ହେଉ ।
Odia BSI (ପବିତ୍ର ବାଇବଲ (CL) NT (BSI))
ଆମର ପ୍ରଭୁ ଯୀଶୁ ଖ୍ରୀଷ୍ଟଙ୍କ ପ୍ରତି ଯେଉଁମାନଙ୍କ ପ୍ରେମ ଅବିନଶ୍ୱର, ସେ ସେମାନଙ୍କୁ ଅନୁଗ୍ରହ କରନ୍ତୁ।
Odia Bible ERV 2004 (ପବିତ୍ର ବାଇବଲ)
ପ୍ରଭୁ ଯୀଶୁ ଖ୍ରୀଷ୍ଟଙ୍କଠାରେ ଅଶେଷ ପ୍ରେମ ଭାବ ରଖିଥିବା ତୁମ୍ଭ ସମସ୍ତଙ୍କୁ ପରମେଶ୍ୱରଙ୍କ ଅନୁଗ୍ରହ ହେଉ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଯେତେ ଲୋକ ଆମ୍ଭମାନଙ୍କ ପ୍ରଭୁ ଯୀଶୁ ଖ୍ରୀଷ୍ଟଙ୍କୁ ଚିରନ୍ତନ ପ୍ରେମରେ ପ୍ରେମ କରନ୍ତି, ଅନୁଗ୍ରହ ସେମାନଙ୍କ ସହବର୍ତ୍ତୀ ହେଉ।
Odia IRV 2017 (ଓଡିଆ ବାଇବେଲ)
ଯେତେ ଲୋକ ଆମ୍ଭମାନଙ୍କ ପ୍ରଭୁ ଯୀଶୁ ଖ୍ରୀଷ୍ଟଙ୍କୁ ଚିରନ୍ତନ ପ୍ରେମରେ ପ୍ରେମ କରନ୍ତି, ଅନୁଗ୍ରହ ସେମାନଙ୍କ ସହବର୍ତ୍ତୀ ହେଉ ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ಅಮ್ಚೊ ಧನಿ ಜೆಜು ಕ್ರಿಸ್ತಾಕ್ ನಾಸ್ ಹೊಯ್ನಸ್ತಾನಾ ರಾತಲೊ ಪ್ರೆಮ್ ಕರ್ತಲ್ಯಾ ದೆವಾಚಿ ಕುರ್ಪಾ ತುಮ್ಚ್ಯಾ ಸಗ್ಳ್ಯಾಂಚ್ಯಾ ವೈರ್ ರ್ಹಾಂವ್ದಿತ್.