Ephesians 6:3 — Compare Translations

7 translations compared side by side

Odia - 1840
"ପ୍ରତିଜ୍ଞାଟି ଏହି: ଏହା କଲେ ତୁମ୍ଭେ ପୃଥିବୀ ରେ ଦୀର୍ଘ ଜୀବନ ପାଇବ ଓ ବହୁ ମଙ୍ଗଳ ଦାନ ଲାଭ କରିବ।'285"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
“ଯେପରି ତୁମ୍ଭର ମଙ୍ଗଳ ହେବ, ଆଉ ତୁମ୍ଭେ ପୃଥିବୀରେ ଦୀର୍ଘାୟୁ ହେବ ।”
Odia BSI (ପବିତ୍ର ବାଇବଲ (CL) NT (BSI))
“ଯେପରି ତୁମ୍ଭମାନଙ୍କର ମଙ୍ଗଳ ହେବ ଓ ତୁମ୍ଭେମାନେ ପୃଥିବୀରେ ଦୀର୍ଘାୟୁ ହେବ।”
Odia Bible ERV 2004 (ପବିତ୍ର ବାଇବଲ)
ପ୍ରତିଜ୍ଞାଟି ଏହି: “ଏହା କଲେ ତୁମ୍ଭେ ପୃଥିବୀରେ ଦୀର୍ଘ ଜୀବନ ପାଇବ ଓ ବହୁ ମଙ୍ଗଳ ଦାନ ଲାଭ କରିବ।’
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଯେପରି ତୁମ୍ଭର ମଙ୍ଗଳ ହେବ, ଆଉ ତୁମ୍ଭେ ପୃଥିବୀରେ ଦୀର୍ଘାୟୁ ହେବ।
Odia IRV 2017 (ଓଡିଆ ବାଇବେଲ)
ଯେପରି ତୁମ୍ଭର ମଙ୍ଗଳ ହେବ, ଆଉ ତୁମ୍ଭେ ପୃଥିବୀରେ ଦୀର୍ଘାୟୁ ବଞ୍ଚିବ ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ತಿ ಗೊಸ್ಟ್ ಅಸಿ ಹಾಯ್; “ತನ್ನಾ ತುಮ್ಕಾ ಬರೆ ಹೊತಾ ಅನಿ ತುಮಿ ಹ್ಯಾ ಜಿಮ್ನಿವರ್ತಿ ಲೈ ಯೆಳ್ ಜಿವನ್ ಕರ್ತ್ಯಾಸಿ”.