Ephesians 6:4 — Compare Translations

7 translations compared side by side

Odia - 1840
"ହେ ପିତାମାନେ! ତୁମ୍ଭମାନଙ୍କର ସନ୍ତାନମାନଙ୍କୁ ରଗାଅ ନାହିଁ। କିନ୍ତୁ ପ୍ରଭୁଙ୍କ ବିଷୟକ ଉପଦେଶ ଓ ଶିକ୍ଷା ଦଇେ ସମାନଙ୍କେୁ ପ୍ରତିପାଳନ କର।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ପୁଣି ହେ ପିତାମାନେ, ଆପଣା ଆପଣା ପିଲାମାନଙ୍କୁ ବିରକ୍ତ କର ନାହିଁ, ମାତ୍ର ସେମାନଙ୍କୁ ପ୍ରଭୁଙ୍କ ଶିକ୍ଷା ଓ ଚେତନା ଦ୍ଵାରା ପ୍ରତିପାଳନ କର ।
Odia BSI (ପବିତ୍ର ବାଇବଲ (CL) NT (BSI))
ପିତାମାତାମାନେ, ପିଲାମାନଙ୍କୁ ଉତ୍ତ୍ୟକ୍ତ କରିବା ଭଳି କୌଣସି ବ୍ୟବହାର କର ନାହିଁ, ବରଂ ଖ୍ରୀଷ୍ଟୀୟ ଶୃଙ୍ଖଳା ଓ ଶିକ୍ଷାରେ ସେମାନଙ୍କୁ ପାଳନ କର।
Odia Bible ERV 2004 (ପବିତ୍ର ବାଇବଲ)
ହେ ପିତାମାନେ! ତୁମ୍ଭମାନଙ୍କର ସନ୍ତାନମାନଙ୍କୁ ରଗାଅ ନାହିଁ। କିନ୍ତୁ ପ୍ରଭୁଙ୍କ ବିଷୟକ ଉପଦେଶ ଓ ଶିକ୍ଷା ଦେଇ ସେମାନଙ୍କୁ ପ୍ରତିପାଳନ କର।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ପୁଣି, ହେ ପିତାମାନେ, ଆପଣା ଆପଣା ପିଲାମାନଙ୍କୁ ବିରକ୍ତ କର ନାହିଁ, ମାତ୍ର ସେମାନଙ୍କୁ ପ୍ରଭୁଙ୍କ ଶିକ୍ଷା ଓ ଚେତନା ଦ୍ୱାରା ପ୍ରତିପାଳନ କର।
Odia IRV 2017 (ଓଡିଆ ବାଇବେଲ)
ପୁଣି, ହେ ପିତାମାନେ, ଆପଣା ଆପଣା ପିଲାମାନଙ୍କୁ ବିରକ୍ତ କର ନାହିଁ, ମାତ୍ର ସେମାନଙ୍କୁ ପ୍ରଭୁଙ୍କ ଶିକ୍ଷା ଓ ଚେତନା ଦ୍ୱାରା ପ୍ରତିପାଳନ କର ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ಬಾಯ್ ಬಾಬಾನು ತುಮ್ಚ್ಯಾ ಪೊರಾಕ್ನಿ ರಾಗ್ ಯೆಯ್ ಸಾರ್ಕೆ ಕರಿನಸ್ತಾನಾ ಧನಿಯಾಚ್ಯಾ ಶಿಕಾಪಾನಿ, ಅನಿ ಬಾರಿಕ್ ಪೊರಾಕ್ನಿ ದಿತಲಿ ಶಿಕ್ಷಾ ದಿವ್ನ್ ಬಾಳ್ಗಾ.