Ephesians 6:5 — Compare Translations
7 translations compared side by side
Odia - 1840
"ହେ ଦାସମାନେ! ପୃଥିବୀ ରେ ତୁମ୍ଭ ମାଲିକମାନଙ୍କର ଆଜ୍ଞା, ଭୟ ଓ ସମ୍ମାନ ସହିତ, ନିଷ୍ଠାପୂର୍ଣ୍ଣ ହୃଦୟ ରେ ପାଳନ କର। ଯୀଶୁ ଖ୍ରୀଷ୍ଟଙ୍କ ଆଜ୍ଞା ପାଳନ କଲା ଭଳି ତୁମ୍ଭେ ଏହା କର।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ହେ ଦାସମାନେ, ତୁମ୍ଭେମାନେ ଯେପରି ଖ୍ରୀଷ୍ଟଙ୍କର ଆଜ୍ଞାବହ ଅଟ, ସେହିପରି ଭୟ ଓ କମ୍ପ ସହ ହୃଦୟର ସରଳତାରେ ତୁମ୍ଭମାନଙ୍କ ଜାଗତିକ କର୍ତ୍ତାମାନଙ୍କର ଆଜ୍ଞାବହ ହୁଅ⇧,
Odia BSI (ପବିତ୍ର ବାଇବଲ (CL) NT (BSI))
କ୍ରତଦାସମାନେ, ତୁମ୍ଭେମାନେ ଖ୍ରୀଷ୍ଟଙ୍କର ସେବା କରୁଛ ଭାବି ଆନ୍ତରିକଭାବେ ଭୟରେ କମ୍ପିତ ହୋଇ ଜାଗତିକ ମୁନିବମାନଙ୍କର ଆଜ୍ଞାବହ ହୁଅ।
Odia Bible ERV 2004 (ପବିତ୍ର ବାଇବଲ)
ଦାସ ଓ ମାଲିକ ହେ ଦାସମାନେ! ପୃଥିବୀରେ ତୁମ୍ଭ ମାଲିକମାନଙ୍କର ଆଜ୍ଞା, ଭୟ ଓ ସମ୍ମାନ ସହିତ, ନିଷ୍ଠାପୂର୍ଣ୍ଣ ହୃଦୟରେ ପାଳନ କର। ଯୀଶୁ ଖ୍ରୀଷ୍ଟଙ୍କ ଆଜ୍ଞା ପାଳନ କଲା ଭଳି ତୁମ୍ଭେ ଏହା କର।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ହେ ଦାସମାନେ, ତୁମ୍ଭେମାନେ ଯେପରି ଖ୍ରୀଷ୍ଟଙ୍କର ଆଜ୍ଞାବହ ଅଟ, ସେହିପରି ଭୟ ଓ କମ୍ପ ସହ ହୃଦୟର ସରଳତାରେ ତୁମ୍ଭମାନଙ୍କ ଜାଗତିକ କର୍ତ୍ତାମାନଙ୍କର ଆଜ୍ଞାବହ ହୁଅ;
Odia IRV 2017 (ଓଡିଆ ବାଇବେଲ)
ହେ ଦାସମାନେ, ତୁମ୍ଭେମାନେ ଯେପରି ଖ୍ରୀଷ୍ଟଙ୍କର ଆଜ୍ଞାବହ ଅଟ, ସେହିପରି ଭୟ ଓ କମ୍ପ ସହ ହୃଦୟର ସରଳତାରେ ତୁମ୍ଭମାନଙ୍କ ଜାଗତିକ କର୍ତ୍ତାମାନଙ୍କର ଆଜ୍ଞାବହ ହୁଅ;
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ಗುಲಾಮಾನು, ತುಮ್ಚ್ಯಾ ಹ್ಯಾ ಜಗಾಚ್ಯಾ ಯಜಮಾನಾಕ್ನಿ ಭಿಂಯಾನ್, ಥರ್ತರುನ್ಗೆತ್ ಅನಿ ಮಾನ್ ದಿವ್ನ್ ಖಾಲ್ತಿ ಹೊವ್ನ್ ರಾವಾ, ತುಮಿ ಕ್ರಿಸ್ತಾಕ್ ಖಾಲ್ತಿ ಹೊಲ್ಯಾ ಸಾರ್ಕೆ ಸರಳ್ ಮನಾನ್ ಖಾಲ್ತಿ ಹೊವ್ನ್ ರಾವಾ.
Recommended Reading