Ephesians 6:8 — Compare Translations
7 translations compared side by side
Odia - 1840
"ମନରେଖ, ପ୍ରେତ୍ୟକକ ବ୍ଯକ୍ତିଙ୍କୁ ସମସ୍ତ ଉତ୍ତମ କାର୍ୟ୍ଯ କରିଥିବା ହତେୁ ପରମେଶ୍ବର ପୁରସ୍କାର ଦବେେ। ଦାସ ହେଉ କି ସ୍ବାଧୀନ ହେଉ, ପ୍ରେତ୍ୟକକ ବ୍ଯକ୍ତି ନିଜର ଉତ୍ତମ କାର୍ୟ୍ଯ ନିମନ୍ତେ ପୁରସ୍କୃତ ହବେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଏହା ଜାଣି ମନୁଷ୍ୟର ସେବା କଲା ପରି ନୁହେଁ, ମାତ୍ର ପ୍ରଭୁଙ୍କ ସେବା କଲା ପରି ସ୍ଵଚ୍ଛନ୍ଦରେ ସେବା କର ।
Odia BSI (ପବିତ୍ର ବାଇବଲ (CL) NT (BSI))
ମନେରଖ, ସେ କ୍ରୀତଦାସ ହେଉ ବା ସ୍ୱାଧୀନ ହେଉ - ପ୍ରଭୁ ପ୍ରତ୍ୟେକ ଲୋକକୁ ତାହାର ସତ୍କାର୍ଯ୍ୟ ନିମନ୍ତେ ପୁରସ୍କାର ଦେବେ।
Odia Bible ERV 2004 (ପବିତ୍ର ବାଇବଲ)
ମନେରଖ, ପ୍ରତ୍ୟେକ ବ୍ୟକ୍ତିଙ୍କୁ ସମସ୍ତ ଉତ୍ତମ କାର୍ଯ୍ୟ କରିଥିବା ହେତୁ ପରମେଶ୍ୱର ପୁରସ୍କାର ଦେବେ। ଦାସ ହେଉ କି ସ୍ୱାଧୀନ ହେଉ, ପ୍ରତ୍ୟେକ ବ୍ୟକ୍ତି ନିଜର ଉତ୍ତମ କାର୍ଯ୍ୟ ନିମନ୍ତେ ପୁରସ୍କୃତ ହେବ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଏହା ଜାଣି ମନୁଷ୍ୟର ସେବା କଲା ପରି ନୁହେଁ, ମାତ୍ର ପ୍ରଭୁଙ୍କ ସେବା କଲା ପରି ସ୍ୱଚ୍ଛନ୍ଦରେ ସେବା କର।
Odia IRV 2017 (ଓଡିଆ ବାଇବେଲ)
ଏହା ଜାଣି ମନୁଷ୍ୟର ସେବା କଲାପରି ନୁହେଁ, ମାତ୍ର ପ୍ରଭୁଙ୍କ ସେବା କଲାପରି ସ୍ୱଚ୍ଛନ୍ଦରେ ସେବା କର ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ಕಶ್ಯಾಕ್ ಮಟ್ಲ್ಯಾರ್, ಗುಲಾಮಾಕ್ನಿ ಹೊಂವ್ದಿತ್, ಯಜಮಾನಾಕ್ನಿ ಹೊಂವ್ದಿತ್, ಧನಿ ತೆನಿ ಕರಲ್ಲ್ಯಾ ಬರ್ಯಾ ಕಾಮಾಕ್ನಿ ಪ್ರತಿ ಫಳ್ ದಿತಾ ಮನ್ತಲೆ ತುಮ್ಕಾ ಗೊತ್ತ್ ಹಾಯ್.