Esther 1:10 — Compare Translations

5 translations compared side by side

Odia - 1840
"ସପ୍ତମ ଦିନ ରେ ଯେତବେେଳେ ରାଜା ଦ୍ରାକ୍ଷାରସ ଯୋଗୁଁ ଅତ୍ଯଧିକ ମାତାଲ ହେଲେ, ସେ ମହୂମନ୍, ବିସ୍ଥା ହର୍ବୋଣା, ବିଗଥା, ଅବଗଥ, ସେଥର ଓ କର୍କସଙ୍କୁ ଆଦେଶ ଦେଲେ। ଏହି ସାତଜଣ ନଫୁସକ ଯେଉଁମାନେ ରାଜା ଅକ୍ଷଶ୍ବରେଶଙ୍କ ସବୋ କଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ସପ୍ତମ ଦିନରେ ରାଜା ଦ୍ରାକ୍ଷାରସରେ ହୃଷ୍ଟଚିତ୍ତ ହୋଇ ମହୂମନ୍, ବିସ୍ଥା, ହର୍ବୋଣା, ବିଗ୍ଥା ଓ ଅବଗଥ, ସେଥର ଓ କର୍କସ, ଅକ୍ଷଶ୍ଵେରଶ ରାଜାର ଛାମୁସ୍ଥ ଏହି ସାତ ସେବାକାରୀ ନପୁଂସକଙ୍କୁ ଆଜ୍ଞା ଦେଲା,
Odia Bible ERV 2004 (ପବିତ୍ର ବାଇବଲ)
ସପ୍ତମ ଦିନରେ ଯେତେବେଳେ ରାଜା ଦ୍ରାକ୍ଷାରସ ଯୋଗୁଁ ଅତ୍ୟଧିକ ମାତାଲ ହେଲେ, ସେ ମହୂମନ୍, ବିସ୍ଥା, ହର୍ବୋଣା, ବି‌ଗ୍‌ଥା, ଅବଗଥ, ସେଥର ଓ କର୍କସଙ୍କୁ ଆଦେଶ ଦେଲେ। ଏହି ସାତ ଜଣ ନପୁଂସକ ଯେଉଁମାନେ ରାଜା ଅକ୍ଷଶ୍ୱେରଶଙ୍କ ସେବା କଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ସପ୍ତମ ଦିନରେ ରାଜା ଦ୍ରାକ୍ଷାରସରେ ହୃଷ୍ଟଚିତ୍ତ ହୋଇ ମହୂମନ୍‍, ବିସ୍ଥା, ହର୍ବୋଣା, ବିଗ୍‍ଥା ଓ ଅବଗଥ, ସେଥର ଓ କର୍କସ, ଅକ୍ଷଶ୍ୱେରଶ ରାଜାଙ୍କ ଛାମୁସ୍ଥ ଏହି ସାତ ସେବାକାରୀ ନପୁଂସକଙ୍କୁ ଆଜ୍ଞା ଦେଲେ,
Odia IRV 2017 (ଓଡିଆ ବାଇବେଲ)
ସପ୍ତମ ଦିନରେ ରାଜା ଦ୍ରାକ୍ଷାରସରେ ହୃଷ୍ଟଚିତ୍ତ ହୋଇ ମହୂମନ୍‍, ବିସ୍ଥା, ହର୍ବୋଣା, ବିଗ୍‍ଥା ଓ ଅବଗଥ, ସେଥର ଓ କର୍କସ, ଅକ୍ଷଶ୍ୱେରଶ ରାଜାଙ୍କ ଛାମୁସ୍ଥ ଏହି ସାତ ସେବାକାରୀ ନପୁଂସକଙ୍କୁ ଆଜ୍ଞା ଦେଲେ,